‘ଆମକୁ ବାଟ ଖୋଜିବାକୁ ପଡ଼ିବ’

ମୁମ୍ବାଇ,୪।୪: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ସିଜନ ଆରମ୍ଭରୁ ଲଗାତାର ୩ ପରାଜୟ ବରଣ କରିଛି। ତୃତୀୟ ମ୍ୟାଚ୍‌ରେ ପଞ୍ଜାବ ଠାରୁ ୫୪ ରନ୍‌ରେ ପରାସ୍ତ ହେବାରୁ ଚେନ୍ନାଇ ତା’ର ଟାଇଟଲ ଡିଫେଣ୍ଡ କରିବା ନେଇ ସନ୍ଦେହ ସୃଷ୍ଟି ହୋଇଛି।

ମ୍ୟାଚ୍‌ ପରେ ସିଏସ୍‌କେ ଅଧିନାୟକ ରବୀନ୍ଦ୍ର ଜାଡେଜା କହିଛନ୍ତି, ଆମେ ପାଓ୍ବାରପ୍ଲେରେ ଏକାଧିକ ଉଇକେଟ ହରାଇଥିଲୁ। ପ୍ରଥମ ବଲରୁ ମୁମେଟମ୍‌ ଆମ ସହ ନ ଥିଲା। ଆମକୁ ଫେରିବା ପାଇଁ ବାଟ ଖୋଜିବାକୁ ପଡ଼ିବ।

ଓପନର ରୁତୁରାଜ ଗାଏକ୍ୱାଡ୍‌ଙ୍କ ଫର୍ମ ନେଇ ଚିନ୍ତିତ ଥିବା ନେଇ ପ୍ରଶ୍ନ କରିବାରୁ ସେ କହିଥିଲେ, ନା ଆମେ ଚିନ୍ତିତ ନୁହେଁ। ଆମକୁ ଗାଏକ୍ୱାଡଙ୍କୁ ଆତ୍ମବିଶ୍ୱାସ ଦେବାକୁ ପଡ଼ିବ। କାରଣ ଆମକୁ ଜଣାଅଛି, ସେ ଜଣେ ଭଲ ଖେଳାଳି। ମୁଁ ନିଶ୍ଚିତ ଯେ, ସେ ଆଗକୁ ଭଲ ପ୍ରଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri