ସବୁଜିମା ସୃଷ୍ଟି କରି ଦାୟିତ୍ୱ ନେବା ଆବଶ୍ୟକ

୨୦୨୬ ରୁ ୨୦୩୬ ମଧ୍ୟରେ ନୂତନ ସବୁଜିମା ସୃଷ୍ଟି କରିବା ଏବଂ ତାହାର ଦାୟିତ୍ୱ ନେବା ପାଇଁ ଆମେ ସମସ୍ତେ ଆଗେଇ ଆସିବା ଦରକାର। ଗଛ ଆମକୁ ଖାଦ୍ୟଠାରୁ ଆରମ୍ଭ କରି ଅମ୍ଳଜାନ ପ୍ରଦାନ କରୁଛି। ଏଥିସହ ଅନେକ ପଶୁ ପକ୍ଷୀ ଗଛ ଉପରେ ନିର୍ଭର କରି ତା’ ଉପରେ ବସବାସ କରନ୍ତି। ତେଣୁ ଗଛ ରହିଲେ ହିଁ ପରିବେଶ ସୁସ୍ଥ ରହିବ ଏବଂ ଆମ ସମାଜ ଓ ଜୀବଜଗତ ବଞ୍ଚତ୍ ରହିବ। ସେହିପରି ପ୍ଲାଷ୍ଟିକ୍‌ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ହେଉଥିବାରୁ ଏହାଠାରୁ ଦୂରେଇ ରହିବା ଦରକାର।

ସ୍ମୃତି ଶୁଭ୍ରା ମଲ୍ଲିକ ଛାତ୍ରୀ, ଜଟଣୀ ଡିଗ୍ରୀ କଲେଜ, ଖୋର୍ଦ୍ଧା

ଜନସଂଖ୍ୟା ବୃଦ୍ଧି ସହ ପ୍ରଦୂଷଣ ବଢ଼ିଚାଲିଛି
ଜନସଂଖ୍ୟା ବୃଦ୍ଧି ପାଇବା ସହିତ ପ୍ରଦୂଷଣ ମଧ୍ୟ ବଢି ଚାଲିଛି। ଆଧୁନିକତାର ଦ୍ୱାହି ଦେଇ ଆମେ ପ୍ଲାଷ୍ଟିକ୍‌, ପଲିଥିନ୍‌ ଆଦିକୁ ବ୍ୟାପକ ମାତ୍ରାରେ ଆପଣାଉଛନ୍ତି। ଫଳରେ ଏଗୁଡିକ ବର୍ଜ୍ୟଭାବେ ଏଣେତେଣେ ପଡି ପରିବେଶ ପ୍ରଦୂଷଣ କରୁଛି। ଏହାସହିତ ଏହି ପ୍ଲାଷ୍ଟିକ୍‌, ପଲିଥିନ୍‌ ବର୍ଜ୍ୟଗୁଡିକୁ ଅନେକ ସମୟରେ ଗୋରୁଙ୍କ ସହ ଅନ୍ୟ ଜୀବଜନ୍ତୁ ଖାଦ୍ୟ ଭାବି ଖାଇଦେଉଥିବାରୁ ସେମାନଙ୍କ ମୃତ୍ୟୁ ହେଉଛି। ମଣିଷ ଓ ଜୀବଜନ୍ତୁ ପରସ୍ପର ଉପରେ ନିର୍ଭରଶୀଳ। ତେଣୁ ଆମେମାନେ ନିଜେ ବଞ୍ଚତ୍ବା ସହିତ ଅନ୍ୟମାନଙ୍କୁ ବଞ୍ଚତ୍ବାକୁ ସୁଯୋଗ ଦେବା ଆବଶ୍ୟକ।

ଦେବାର୍ଚ୍ଚନା ଜେନା
ଛାତ୍ରୀ, ସରକାରୀ ଆୟୁର୍ବେଦ କଲେଜ, ବଲାଙ୍ଗୀର

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାମାଳ ବିଡିଓ ନିଲମ୍ବିତ

କଣ୍ଟାମାଳ,୭ା୧୧: ବୌଦ୍ଧ ଜିଲା କଣ୍ଟାମାଳ ବିଡିଓ ସାମି ରେଡ୍ଡୀ ଜୟଶ୍ରୀଙ୍କ ବିରୋଧରେ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ…

୬ ବର୍ଷରେ ନିବେଶକଙ୍କ ସବୁଠୁ ଲାଭଦାୟକ ସପ୍ତାହ

ମୁମ୍ବାଇ,୭ା୧୧: ବୈଶ୍ୱିକ ସ୍ତରରେ ପୁଞ୍ଜିବଜାରର ମାନ୍ଦାବସ୍ଥା ସତ୍ତ୍ୱେ ଭାରତୀୟ ଶେୟାର ବଜାରର ସାମ୍ପ୍ରତିକ ସ୍ଥିତି ଉତ୍ତମ ରହିଛି। ଚଳିତ ସପ୍ତାହରେ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଏବଂ ନ୍ୟାଶନାଲ…

ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ, ନେବେନି ଉପହାର: ଜାଣନ୍ତୁ କାହିଁକି ନେଲେ ଏମିତି ନିଷ୍ପତ୍ତି

ଭୁବନେଶ୍ୱର,୭।୧୧:ଭୁବନେଶ୍ୱର,୭।୧୧: ଚଳିତ ବର୍ଷ ଦୀପାବଳି ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟରେ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

୧.୧୫ ଲକ୍ଷ ଲାଞ୍ଚ ମାଗି ଫସିଗଲେ ବଲାଙ୍ଗିର ସରକାରୀ ITI ପ୍ରିନ୍ସିପାଲ୍: ରେଡ୍‌ହାଣ୍ଡେଡ୍ ଧରାପଡ଼ିଲେ, ୩ ସ୍ଥାନରେ ଭିଜିଲାନ୍ସର…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗିର ସରକାରୀ ଆଇଟିଆଇ (ITI) ପ୍ରିନ୍ସିପାଲ୍ ସୁରେଶ କୁମାର…

ବର୍ତ୍ତମାନ ରାଜନୀତି କରିବାର ସମୟ ନୁହେଁ: ଭକ୍ତ ଦାସ,ଗିଡିପାବାଲି ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦାବି

ଭଞ୍ଜନଗର, ୬/୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାରେ ଭୟାବହ ବନ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଲୋକେ ଏବେ ବି ନାନା ଦୁର୍ଦ୍ଦଶାର ସମ୍ମୁଖୀନ…

ଭିସି ମାଧ୍ୟମରେ ୭ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ପାଟଣା ବ୍ଲକ୍‌ର ୪ ଓ ସାହାରପଡ଼ା ବ୍ଲକ୍‌ର ୩ ବିଦ୍ୟାଳୟ ସାମିଲ

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସଠାରେ ଭିଡିଓ କନ୍‌ଫରେନ୍ସିଂ…

୪ ଜେଲ୍‌ର ଜେଲରଙ୍କୁ ବଦଳି କଲେ ରାଜ୍ୟ ସରକାର: କଟକ ସର୍କଲ ଜେଲକୁ ଗଲେ ଲଲାଟେନ୍ଦୁ, ପୁରୀ ବଦଳି ହେଲେ…

ଭୁବନେଶ୍ୱର,୬।୧୧: ରାଜ୍ୟ ପ୍ରଶାସନିକ ସେବାରେ ଅଦଳବଦଳ ପ୍ରକ୍ରିୟାରେ ଓଡ଼ିଶା ସରକାରଙ୍କ କାରାଗାର ଓ ସଂଶୋଧନାତ୍ମକ ସେବା ନିର୍ଦ୍ଦେଶାଳୟ ପକ୍ଷରୁ ୪ ଜଣ ଜେଲରଙ୍କର ବଦଳି କରାଯାଇଛି। ପ୍ରଶାସନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?