Posted inଜାତୀୟ

ଆମେ ଇସ୍ରାଏଲ ସହିତ ଛିଡ଼ା ହୋଇଛୁ: ମୋଦି…

ନୂଆଦିଲ୍ଲୀ,୭।୧୦ : ଆତଙ୍କବାଦୀ ସଂଗଠନ ହମାସ ଇସ୍ରାଏଲ ଉପରେ ହୋଇଥିବା ବିପଜ୍ଜନକ ଆକ୍ରମଣ ପରେ ବର୍ତ୍ତମାନ ଇସ୍ରାଏଲ ବାୟୁସେନା ମଧ୍ୟ ଆତଙ୍କବାଦୀଙ୍କୁ ଉଚିତ ଉତ୍ତର ଦେବା ଆରମ୍ଭ କରିଛି। ଏହି ସମୟରେ ଭାରତ ମଧ୍ୟ ନିଜର ବନ୍ଧୁତ୍ୱପୂର୍ଣ୍ଣ ଦେଶ ପାଇଁ ଏକ ବିବୃତ୍ତି ଜାରି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରୁ ଟୁଇଟ କରି ଇସ୍ରାଏଲ ପ୍ରତି ସମର୍ଥନ ଜଣାଇଛନ୍ତି।

ସେ ଲେଖିଛନ୍ତି, ଇସ୍ରାଏଲରେ ଆତଙ୍କବାଦୀ ଆକ୍ରମଣ ଖବର ଶୁଣି ମୁଁ ର୍ମମାହତ ହୋଇଯାଇଛି। ଆମର ଚିନ୍ତାଧାରା ଏବଂ ପ୍ରାର୍ଥନା ନିରୀହ ପୀଡିତ ଏବଂ ସେମାନଙ୍କ ପରିବାର ସହିତ ଅଛି। ଏହି କଠିନ ସମୟରେ ଆମେ ଇସ୍ରାଏଲ ସହିତ ଛିଡ଼ା ହୋଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

କଲମ୍ବିଆ ଭୂମିକମ୍ପରେ ଭୟଙ୍କର କ୍ଷତି; ଏପର୍ଯ୍ୟନ୍ତ ୧୩୨ ଜଣଙ୍କ ମୃତ୍ୟୁ, ୧୫୦୦ ରୁ ଅଧିକ ଘର ନଷ୍ଟ

ବୋଗୋଟା,୧୧।୮: ରିକ୍ଟର ସ୍କେଲରେ ୭.୪ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ କଲମ୍ବିଆରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପର୍ଯ୍ୟନ୍ତ ୧୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭୦ରୁ ଅଧିକ…

ବିନା ଅଗ୍ନି ନିରାପତ୍ତା ପ୍ରମାଣପତ୍ରରେ ଚାଲିଛି ହୋଟେଲ, ପୁରୀରେ….

ଭୁବନେଶ୍ୱର,୧୧।୮(ରବିନାରାୟଣ ଜେନା): ପୁରୀ ହେଉଛି ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର। ଏଠାକୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସନ୍ତି। ଏହାବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri