Posted inଜାତୀୟ

‘ ମାର୍ଚ୍ଚ ଆରମ୍ଭରୁ ଭୟାବହତା ନେଇ ସରକାରଙ୍କୁ ଚେତାଇ ଦେଇଥିଲୁ ’

ନୂଆଦିଲ୍ଲୀ,୫।୫ : ମାର୍ଚ୍ଚ ଆରମ୍ଭରୁ ସରକାରଙ୍କ ନିକଟରେ କୋଭିଡ୍‌-୧୯ର ନୂଆ ଭ୍ୟାରିଆଣ୍ଟ୍ସ ସମ୍ପର୍କରେ ଚିନ୍ତା ବ୍ୟକ୍ତ କରିିଥିଲୁ। ଏହା ଦ୍ୱାରା ଦେଶରେ ଆକ୍ରାନ୍ତଙ୍କ ସହ ମୃତ୍ୟୁ ସଂଖ୍ୟା ଢ଼େର ବୃଦ୍ଧି ପାଇବ। ଏକ ସାକ୍ଷାତ୍‌କାରରେ ଏହା ସ୍ପଷ୍ଟ କରିଛନ୍ତି ପ୍ରମୁଖ ବୈଜ୍ଞାନିକ ତଥା ବିଶେଷଜ୍ଞ ଉପଦେଷ୍ଟା କମିଟି (ଆଇଏନ୍‌ଏସ୍‌ଏସିଓଜି)ର ସଦସ୍ୟ ଡ. ରାକେଶ ମିଶ୍ରା।

ସେଲୁଲାର ଓ ମଲିକୁଲାର୍‌ ବାୟୋଲୋଜି ନିର୍ଦ୍ଦେଶକ ଡ. ରାକେଶ କହିଛନ୍ତି, କୋଭିଡ୍‌ର ଦ୍ୱିତୀୟ ଲହରର ଭୟାବହତା ସମ୍ପର୍କରେ ଆମେ ଚିନ୍ତା ବ୍ୟକ୍ତ କରିଥିଲୁ। ଏହା ଏକପ୍ରକାର ଚେତାବନୀ ଥିଲା। ଏ ନେଇ ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର ମୁଖ୍ୟ ଡ. ସୁଜିତ କୁମାର ସିଂଙ୍କୁ ଜଣାଇଥିଲୁ। ସ୍ବାସ୍ଥ୍ୟ ସଚିବଙ୍କ ନିକଟରେ ପହଞ୍ଚିଥିଲା ଏହି ସୂଚନା। ଏହାସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ କରୋନାର ଦ୍ୱିତୀୟ ଲହରର ଆକଳନ ସର୍ମ୍ପକିତ ରିପୋର୍ଟ ପହଞ୍ଚି ନ ଥିବା ବିଶ୍ୱାସ ହେଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା…

ସୋନମ ୱାଙ୍ଗଚୁକଙ୍କ ସ୍ତ୍ରୀଙ୍କ ବଡ଼ ଘୋଷଣା: ଆଗକୁ ସାରା ଦେଶରେ ଭୟଙ୍କର ହେବ…

ନୂଆଦିଲ୍ଲୀ,୨୦।୭: ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗ୍ମୋ ଆଜିର ପ୍ରଦର୍ଶନ ଉପରେ କହିଛନ୍ତି ଯେ, କୌଣସି ସଂଘର୍ଷ ସହଜ ହୋଇନଥାଏ। ଏହା ପିଲାମାନଙ୍କର ସାହସ ବଢ଼ାଇବ।…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ…

‘ମାମ୍‌ ଆପଣଙ୍କର ପିଲା ହୋଇଥିଲେ କ’ଣ…’, ପୋଲିସର ଲାଠିଚାର୍ଜରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ, ଦେଖନ୍ତୁ Video

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଜନ୍ତର ମନ୍ତରଠାରେ ଆଜି ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ‘କକରୋଚ ଜନତା ପାର୍ଟି’ (CJP) ର କର୍ମକର୍ତ୍ତା ଏବଂ ସମର୍ଥକମାନେ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri