‘୩ୟ ଡୋଜ୍‌ ମାଗଣାରେ ଦିଆଯିବା ପାଇଁ କେନ୍ଦ୍ରକୁ କହିବୁ’

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ବଢିଚାଲିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଲେଣି। ଏହାରି ମଧ୍ୟରେ
ଟିକାକରଣକୁ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମ୍ମୁଖ ଯୋଦ୍ଧା ଏବଂ ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣା ଟିକା ଦିଆଯାଉଛି ।୧୮ରୁ ୫୯ ବର୍ଷଙ୍କୁ ୩ୟ ଡୋଜ୍‌ ମାଗଣାରେ ଦିଆଯିବ କି ନାହିଁ କେନ୍ଦ୍ର ସ୍ଥିର କରୁ । ଦରକାର ପଡ଼ିଲେ ୩ୟ ଡୋଜ୍‌ ମାଗଣା ଦେବା ନେଇ କେନ୍ଦ୍ରକୁ କହିବୁ ବୋଲି ସେ କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି ଯେ, ଭୁବନେଶ୍ୱର, କଟକ, ପୁରୀ, ରାଉରକେଲାରେ କରୋନା ସଂକ୍ରମଣ ବଢୁଛି । ସ୍ଥିତି ଏବେ ନିୟନ୍ତ୍ରଣରେ ଅଛି, ଆକ୍ଟିଭ୍‌ କେସ୍‌ ୩୨୦୦ ପାଖାପାଖି ରହିଛି। ୧% ଲୋକ ହସ୍ପିଟାଲରେ ଓ ୯୯% ହୋମ ଆଇସୋଲେଶନରେ ଅଛନ୍ତି ବୋଲି କହିଛନ୍ତି ସ୍ବାସ୍ଥ୍ୟ ସଚିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ଅପରାଜିତାଙ୍କ ମନ୍ତବ୍ୟକୁ ନେଇ ଝଡ଼: ଖୋର୍ଦ୍ଧାରେ ଅସନ୍ତୁଷ୍ଟ କର୍ମୀଙ୍କ ମେଳି, ଏକାଠି ହେଲେ କାଳୁଙ୍କ ସମର୍ଥକ 

ଖୋର୍ଦ୍ଧା,୨୯ା୩ (ପ୍ରଭାତ ପାଣିଗ୍ରାହୀ) : ଭୁବନେଶ୍ୱର, ବେଗୁନିଆ ପରେ ଏବେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏମ୍‌ପି ଅପରାଜିତାଙ୍କୁ ଦଳୀୟ କର୍ମୀ ବିରୋଧ କରିଛନ୍ତି। ଅପରାଜିତାଙ୍କ...

ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ

ବ୍ରାହ୍ମଣୀଗାଁ , ୨୯ ।୩ (ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉବେଳେ ୨୨...

‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା...

ଘୋଷଣା ହେଲା ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ...

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri