‘ଆମ ଭବିଷ୍ୟତ ଆମେ ସ୍ଥିର କରିବୁ’

ତାଇପେ,୧୧ା୮: ଆମେରିକୀୟ ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇଓ୍ବାନ ଗସ୍ତ ପରଠାରୁ ଚାଇନା ସହ ତାଙ୍କର ମତଭେଦ ବୃଦ୍ଧି ପାଇବାରେ ଲାଗିଛି। ଚାଇନା ଏବଂ ତାଇଓ୍ବାନ ନିଜ ନିଜ ସୀମାରେ (ଚାଇନା-ତାଇଓ୍ବାନ) ସାମରିକ ଅଭ୍ୟାସରେ ନିୟୋଜିତ ଅଛନ୍ତି। ଦୁଇ ଦେଶ ମଧ୍ୟରେ ଯୁଦ୍ଧର ଭୟ ଆହୁରି ଗଭୀର ହେବାରେ ଲାଗିଛି। ଏହି ସମୟରେ ତାଇଓ୍ବାନ ଚାଇନା ‘ଓ୍ବାନ୍‌ କଣ୍ଟ୍ରି, ଟୁ ସିଷ୍ଟମସ୍‌’ ଅର୍ଥାତ୍‌ ଗୋଟିଏ ଦେଶ, ଦୁଇଟି ପ୍ରଣାଳୀ’ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି କହିଛି ଯେ, ତାଇଓ୍ବାନ ଚାଇନାର କୌଣସି ସର୍ତ୍ତ ଗ୍ରହଣ କରିବ ନାହିଁ ଏବଂ ନିଜ ଭବିଷ୍ୟତ ସ୍ଥିର କରିବାକୁ ସକ୍ଷମ ଅଟେ।

ତାଇଓ୍ବାନର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଦିଆଯାଇଥିବା ସୂଚନା ଅନୁଯାୟୀ, ଚାଇନା ତାଇଓ୍ବାନର ଲୋକଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି। ସେ ଆମେରିକାର ହାଉସ ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇପେ ଗସ୍ତ ମାଧ୍ୟମରେ ଏକ ବାହାନା ପାଇଲେ।

ତାଇଓ୍ବାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଜୋନ ଓୟୁ ରାଜଧାନୀ ତାଇପେରେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ତାଇଓ୍ବାନର ଲୋକମାନେ ନିଜର ଭବିଷ୍ୟତ ସ୍ଥିର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ…

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri