ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ସଂକଳ୍ପପତ୍ର ସବୁବର୍ଗଙ୍କୁ ଦୃଷ୍ଟିରେ ରଖି କରାଯାଇଛି । ଏଥର ନିର୍ବାଚନରେ ୨୪ ବର୍ଷର ସରକାରଙ୍କୁ ଓଡ଼ିଶାବାସୀ ବଦଳାଇବାକୁ ଚାହୁଁଛନ୍ତି। ଏପରିକି ନିର୍ବାଚନ ଜନସାଧାରଣ ଲଢୁଛନ୍ତି। ଭାଜପା ଲୋକଙ୍କ ସାଥୀରେ ରହିଛି। ଏହା ସରକାର ପରିବର୍ତ୍ତନର ଇସ୍ତାହାର ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ପ୍ରକାଶ କରିଛନ୍ତି। ଏପରିକି ୭୫ ବର୍ଷର କାମକୁ ୫ ବର୍ଷରେ ଓଡ଼ିଶାବାସୀଙ୍କ ପାଇଁ ପୂରା କରିବୁ ବୋଲି ମନମୋହନ ଦୃଢୋକ୍ତି ପ୍ରକାଶ କରିଛନ୍ତି।

୨୦୦୯ରେ ବିଜେଡି ନିଜ ଇସ୍ତାହାରରେ ୩୩% ଜଳସେଚନ କରିବାକୁ ପ୍ରତିଶ୍ରୁତି ଦେଇଥିଲା। ସେତିକିବେଳେ ୧୯% ଜମି ଜଳସେଚିତ ହୋଇଥିଲା। କିନ୍ତୁ ଏବେ ଏହା ୧୭%କୁ ଖସିଆସିଛି। ରାଜ୍ୟରେ ଭାଜପା ସରକାର ଆସିଲେ ୧୭% ଜଳସେଚନକୁ ଶତ ପ୍ରତିଶତ କରିବୁ। ସେହିପରି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ ବୋଲି ମନମୋହନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri