ବିଧାନସଭାରେ ବହୁତ ଭଲ କରିବୁ: ନବୀନ

ଭୁବନେଶ୍ୱର,୩୦ା୫: ଚଳିତ ସାଧାରଣ ନିର୍ବାଚନରେ ଭାଜପା ଓଡ଼ିଶାରେ ସରକାର ଗଢ଼ିବ ବୋଲି କହୁଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସାକ୍ଷାତକାରରେ କିଛି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଏକ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ଚଳିତ ବିଧାନସଭା ନିର୍ବାଚନରେ ଆମେ ବହୁତ ଭଲ ରେଜଲ୍ଟ କରିବୁ। ଲୋକ ସଭା ଆସନରେ ମଧ୍ୟ ସଂଖ୍ୟା ଗରିଷ୍ଠତା ହାସଲ କରିବୁ। ବିରୋଧୀ ଦିନରେ ସ୍ବପ୍ନ ଦେଖୁଛନ୍ତି ବୋଲି ନବୀନ କହିଛନ୍ତି।

ସୂଚନାଯୋଗ୍ୟ, ଆସନ୍ତା ଶନିବାର ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ହେବ । ଏହି ଦିନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଲୋକ ସଭା ଆସନ ଓ ୪୨ ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ଜୁନ୍‌ ୪ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ତେବେ କିଏ ସରକାର ଗଠନ କରିବ ସେହିଦିନ ହିଁ ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri