Posted inଜାତୀୟ

ଯେମିତି ଚାଇନା ଭାରତରେ ଅନୁପ୍ରବେଶ କରିଛି, ଆମେ ସେମିତି କର୍ନାକଟରେ ପ୍ରବେଶ କରିବୁ: ସଞ୍ଜୟ ରାଉତ…

ମୁମ୍ବାଇ,୨୧।୧୨ : କର୍ନାଟକ ଏବଂ ମହାରାଷ୍ଟ୍ର ସୀମା ପ୍ରସଙ୍ଗରେ ବିବାଦ ବଢ଼ିବାରେ ଲାଗିଛି। ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ସଞ୍ଜୟ ରାଉତ ବର୍ତ୍ତମାନ ଦୁଇ ରାଜ୍ୟ ମଧ୍ୟରେ ବଢୁଥିବା ତିକ୍ତତା ଉପରେ ଏଭଳି ବିବୃତ୍ତି ଦେଇଛନ୍ତି, ଯାହା ଏକ ରାଜନୈତିକ ଅଡୁଆ ସୃଷ୍ଟି କରିବ ବୋଲି ଚର୍ଚ୍ଚା ହେଉଛି। ସଞ୍ଜୟ କହିଛନ୍ତି ଚାଇନା ଭାରତରେ ଅନୁପ୍ରବେଶ କରିଥିବା ପରି ଆମେ ମଧ୍ୟ କର୍ନାଟକରେ ପ୍ରବେଶ କରିବୁ। ଏହି ପ୍ରସଙ୍ଗରେ ତାଙ୍କୁ କାହାର ଅନୁମତି ନେବାର ଦରକାର ନାହିଁ। ଆମେ ଆଲୋଚନା ମାଧ୍ୟମରେ ଏହାର ସମାଧାନ କରିବାକୁ ଚାହୁଁଛୁ । କିନ୍ତୁ କର୍ନାଟକର ମୁଖ୍ୟମନ୍ତ୍ରୀ ନିଆଁ ଲଗାଉଛନ୍ତି। ମହାରାଷ୍ଟ୍ରର ଏକ ଦୁର୍ବଳ ସରକାର ଅଛି ଏବଂ ଏହା ଉପରେକୌଣସି ଆଭିମୁଖ୍ୟ ଗ୍ରହଣ କରୁନାହାଁନ୍ତି।

ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସରକାର ଏହି ପ୍ରସଙ୍ଗରେ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି। ମହାରାଷ୍ଟ୍ର ବିଧାନସଭାର ଚାଲିଥିବା ଶୀତକାଳୀନ ଅଧିବେଶନ ଶାସକ ଦଳ ବିରୋଧୀଙ୍କ ଆଲୋଚନାର ସମ୍ମୁଖୀନ ହୋଇଛି। ବିରୋଧୀ ଦଳର ନେତା ଅଜିତ ପାୱାର ଏହା ପୂର୍ବରୁ ବିଧାନସଭାରେ ସୀମା ବିବାଦ ପ୍ରସଙ୍ଗ ଉଠାଇ କହିଥିଲେ ଯେ ମହାରାଷ୍ଟ୍ରର ଜଣେ ଲୋକ ସଭା ସଦସ୍ୟଙ୍କୁ ବେଲାଗାଭିରେ ପ୍ରବେଶ ବନ୍ଦ କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ ସେଠାକୁ ଯିବାକୁ କେହି ଅଟକାଇବେ ନାହିଁ। ତେବେ ସେଠାରେ ଥିବା କଲେକ୍ଟର କିପରି ଏପରି ନିଷ୍ପତ୍ତି ନେଇ ପାରିଲେଏ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri