Posted inଜାତୀୟ

ଏହି ଲଢେଇ ଆମେ କୋର୍ଟରେ ଲଢିବୁ, ବିବେକ ଅଗ୍ନିହୋତ୍ରୀଙ୍କ ନୋଟିସ୍‌ ପରେ ଟିଏମ୍‌ସିର ପ୍ରତିକ୍ରିୟା

କୋଲକାତା,୧୦।୫:ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ୍‌ ପଠାଇବା ପରେ ଟିଏମ୍‌ସିର ମହିଳା ଓ ସମାଜ କଲ୍ୟାଣ ମନ୍ତ୍ରୀ ଶଶି ପଞ୍ଜାଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ, ତୃଣମୂଳ କଂଗ୍ରେସ ଆଇନଗତ ଭାବେ ଏହାର ଜବାବ ଦେବ।

ଇଣ୍ଡିଆ ଟୁଡେକୁ ଦେଇଥିବା ବୟାନରେ ମନ୍ତ୍ରୀ ଶଶି କହିଛନ୍ତି ଯେ, ବିବେକ ଅଗ୍ନିହୋତ୍ରୀଙ୍କୁ କୋର୍ଟକୁ ଯିବାର ସମସ୍ତ ଅଧିକାର ଅଛି, କାରଣ ସେ ଦେଶର ନାଗରିକ। କିନ୍ତୁ ମମତା ବାନାର୍ଜୀ ଜଣେ ମୁଖ୍ୟମନ୍ତ୍ରୀ। ସେ ଏକ ଫିଲ୍ମ ମାଧ୍ୟମରେ ସମ୍ପ୍ରଦାୟ ମଧ୍ୟରେ କୌଣସି ବିଭାଜନ ହେଉ ବୋଲି ଚାହୁଁ ନାହାନ୍ତି। ଯେଉଁମାନେ ରାଜନୈତିକ ଉଦ୍ଦେଶ୍ୟ ରଖି ପଶ୍ଚିମବଙ୍ଗରେ ଅଶାନ୍ତି ସୃଷ୍ଟି କରିବାକୁ ଚାହୁଁଛନ୍ତି, ସେମାନେ କୌଣସି ଫିଲ୍ମ ଦ୍ୱାରା ଲୋକଙ୍କୁ ଆକ୍ରୋଶମୂଳକ ଭାବେ ଟାର୍ଗେଟ କରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri