Posted inଜାତୀୟ

ଏହି ଲଢେଇ ଆମେ କୋର୍ଟରେ ଲଢିବୁ, ବିବେକ ଅଗ୍ନିହୋତ୍ରୀଙ୍କ ନୋଟିସ୍‌ ପରେ ଟିଏମ୍‌ସିର ପ୍ରତିକ୍ରିୟା

କୋଲକାତା,୧୦।୫:ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ୍‌ ପଠାଇବା ପରେ ଟିଏମ୍‌ସିର ମହିଳା ଓ ସମାଜ କଲ୍ୟାଣ ମନ୍ତ୍ରୀ ଶଶି ପଞ୍ଜାଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ, ତୃଣମୂଳ କଂଗ୍ରେସ ଆଇନଗତ ଭାବେ ଏହାର ଜବାବ ଦେବ।

ଇଣ୍ଡିଆ ଟୁଡେକୁ ଦେଇଥିବା ବୟାନରେ ମନ୍ତ୍ରୀ ଶଶି କହିଛନ୍ତି ଯେ, ବିବେକ ଅଗ୍ନିହୋତ୍ରୀଙ୍କୁ କୋର୍ଟକୁ ଯିବାର ସମସ୍ତ ଅଧିକାର ଅଛି, କାରଣ ସେ ଦେଶର ନାଗରିକ। କିନ୍ତୁ ମମତା ବାନାର୍ଜୀ ଜଣେ ମୁଖ୍ୟମନ୍ତ୍ରୀ। ସେ ଏକ ଫିଲ୍ମ ମାଧ୍ୟମରେ ସମ୍ପ୍ରଦାୟ ମଧ୍ୟରେ କୌଣସି ବିଭାଜନ ହେଉ ବୋଲି ଚାହୁଁ ନାହାନ୍ତି। ଯେଉଁମାନେ ରାଜନୈତିକ ଉଦ୍ଦେଶ୍ୟ ରଖି ପଶ୍ଚିମବଙ୍ଗରେ ଅଶାନ୍ତି ସୃଷ୍ଟି କରିବାକୁ ଚାହୁଁଛନ୍ତି, ସେମାନେ କୌଣସି ଫିଲ୍ମ ଦ୍ୱାରା ଲୋକଙ୍କୁ ଆକ୍ରୋଶମୂଳକ ଭାବେ ଟାର୍ଗେଟ କରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri