‘ଆମେ ଶେଷ ପର୍ଯ୍ୟନ୍ତ ଲଢ଼ିବୁ’

ବେଜିଂ,୧୨ା୬: ଆମେରିକାର ପ୍ରତିରକ୍ଷା ସଚିବ ଲାୟଡ ଅଷ୍ଟିନ୍‌ଙ୍କ ବିବୃତ୍ତିରେ ଚାଇନାର ବୈଦେଶିକ ମନ୍ତ୍ରୀ ଓ୍ବାଇ ଫେଙ୍ଗେ ପୁଣି ଥରେ କଡ଼ା ଜବାବ ଦେଇଛନ୍ତି। ଚାଇନାର ପ୍ରତିରକ୍ଷା ମନ୍ତ୍ରୀ ଓ୍ବାଇ ଫେଙ୍ଗେ ଏହାର ଆଭିମୁଖ୍ୟ ଉପରେ କହିଛନ୍ତି, ବେଜିଂ ଶେଷ ପର୍ଯ୍ୟନ୍ତ ଲଢ଼ିବ। ସେ ଏହା ମଧ୍ୟ କହିଛନ୍ତି, କ୍ଷେତ୍ରୀୟ ବା ଆଞ୍ଚଳିକ ଅଖଣ୍ଡତାକୁ ରକ୍ଷା କରିବା ପାଇଁ ଚାଇନାର ସଶସ୍ତ୍ର ବାହିନୀର ସଂକଳ୍ପ ଏବଂ ଏହି ସାମର୍ଥ୍ୟକୁ କେହି ଅବମାନନା ବା ହେୟ ମନେ କରିବା ଉଚିତ୍‌ ନୁହେଁ।

ଆମେରିକାର ପ୍ରତିରକ୍ଷା ସଚିବ ଅଷ୍ଟିନ୍‌ଙ୍କ ଦିନକ ପୂର୍ବରୁ ଦେଇଥିବା ଭାଷଣର ଉତ୍ତରରେ ଚାଇନା ନେତା ଏପରି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ବେଜିଂର ଆକ୍ରମଣାତ୍ମକ ତଥା ବିପଜ୍ଜନକ କାର୍ଯ୍ୟ ଏସିଆର ସ୍ଥିରତା ପାଇଁ ବିପଦ। ଏଥି ସହିତ ଚାଇନା ମନ୍ତ୍ରୀ ରବିବାର କହିଛନ୍ତି, ଯେଉଁମାନେ ଚାଇନା ବିଭାଜନ କରିବାକୁ ଚେଷ୍ଟା କରୁଛନ୍ତି ତାଇଓ୍ବାନର ସ୍ବାଧୀନତାକୁ ଦର୍ଶାଉଛନ୍ତି, ସେମାନଙ୍କର ଲକ୍ଷ୍ୟ ପୂରଣ ହେବ ନାହିଁ। ଫେଙ୍ଗେ ଆଜି କହିଛନ୍ତି ଯେ, ଆମେ ଯେ କୌଣସି ମୂଲରେ ଶେଷ ପର୍ଯ୍ୟନ୍ତ ଲଢ଼ିବୁ। ଏଥିରୁ ବିଚ୍ୟୁତ ହେବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଭାରତର ଜାହାଜ ଉପରେ ବଡ଼ ଆଟାକ୍‌, ଦେଶରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୧୯।୪: ଇରାନ ଦ୍ୱାରା ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବା ପାଇଁ ନବୀକରଣ କରାଯାଇଥିବା ପଦକ୍ଷେପ ମଧ୍ୟରେ, ଏକ ଭାରତୀୟ ତୈଳ ଟ୍ୟାଙ୍କର୍‌ ସଫଳତାର ସହ ଏହି ଗୁରୁତ୍ୱପୂର୍ଣ୍ଣ…

ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ବାଧ୍ୟତାମୂଳକ ନିୟମ ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୯ା୪: ଆପଲ୍‌, ସାମ୍‌ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍‌ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି…

ସଦିଚ୍ଛା ଥିଲେ ସଫଳତା ନିଶ୍ଚୟ ମିଳେ

ଓସିରିସ୍‌ ଏଗ୍ରିଟେଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଅଧୀନ ‘ଓଡ଼ିଶା କଫି’ର ପ୍ରତିଷ୍ଠାତା ହେଉଛନ୍ତି ପ୍ରୀତି ପଲ୍ଲବୀ ପଟ୍ଟନାୟକ। କୋରାପୁଟ କଫିର ପ୍ରଚାରପ୍ରସାର କ୍ଷେତ୍ରରେ ‘ଓଡ଼ିଶା କଫି’ର ଯଥେଷ୍ଟ ଅବଦାନ…

‘ଫେମିନା ମିସ୍‌ ଇଣ୍ଡିଆ’ ମୁକୁଟ ପିନ୍ଧିଲେ ସାଧ୍‌ଭୀ ସୈଲ୍‌

ଭୁବନେଶ୍ୱର,୧୯ା୪ (ଅନୁରାଧା ମହାରଣା): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟରେ ଶନିବାର ‘ଫେମିନା ମିସ୍‌ ଇଣ୍ଡିଆ ୨୦୨୬’ର ୬୧ତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ଏହି…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ…

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri