Posted inଜାତୀୟ

ଭାଜପା-ଆରଏସଏସ, ଏମଏନଏଫ-ଜେଡପିଏମ ସହ ଲଢ଼ିବୁ ଆମେ: ରାହୁଲ…

ନୂଆଦିଲ୍ଲୀ,୧୭।୧୦ : କଂଗ୍ରେସ ପକ୍ଷରୁ ମିଜୋରାମରେ ଶାସକ ମିଜୋ ନ୍ୟାଶନାଲ ଫ୍ରଣ୍ଟ (ଏମଏନଏଫ) ଏବଂ ବିରୋଧୀ ଜୋରାମ ପିପୁଲ୍ସ ମୁଭମେଣ୍ଟ (ଜେଡପିଏମ)ଙ୍କୁ କଡ଼ା ସମାଲୋଚନା କରାଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଶାସକ ଏବଂ ବିରୋଧି ଭାରତୀୟ ଜନତା ପାର୍ଟି (ଭାଜପା)ତଥା ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ (ଆରଏସଏସ)କୁ ସହାୟତା ଯୋଗାଇ ଦେଉଥିବା ଅଭିଯୋଗ କରିଛନ୍ତି।

ଖ୍ରୀଷ୍ଟିଆନ-ସଂଖ୍ୟାଗରିଷ୍ଠ ଉତ୍ତର-ପୂର୍ବ ରାଜ୍ୟରେ ଭାଜପାର ବିଭାଜନ ଚିନ୍ତାଧାରାକୁ ବିସ୍ତାର କରାଯାଉଛି। ଏମଏନଏଫ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନଡିଏର ଅଂଶ ଭାବେ କାର୍ଯ୍ୟ କରୁଛି। ଏହି ଦଳ ସିଧାସଳଖ ଭାଜପା ସହ ଜଡିତ ଅଛି। ଅପରପକ୍ଷରେ ଭାଜପା ସହ କାମ କରିବ ବୋଲି ଜେଡପିଏମ କହିଛି। ଏହି ଉଭୟ ଦଳ ମିଜୋରାମରେ ଭାଜପା ଏବଂ ଆରଏସଏସର ପ୍ରବେଶକୁ ସହଜ କରୁଛନ୍ତି। ତେବେ ଆମେ ଭାଜପା-ଆରଏସଏସ, ଏମଏନଏଫ-ଜେଡପିଏମ ସହ ଲଢ଼ିବୁ ।

 

ଭାଜପା ଏବଂ ଆରଏସଏସ ବିଭାଜନ ନୀତି ବିସ୍ତାର କରିବାକୁ ଚେଷ୍ଟା କରୁଛନ୍ତି। କଂଗ୍ରେସ ସେମାନଙ୍କ ଆଦର୍ଶକୁ ବିରୋଧ କରୁଛି। ସମସ୍ତ ଧର୍ମ ଓ ସଂସ୍କୃତିର ସୁରକ୍ଷା ହେବା ଉଚିତ ବୋଲି କଂଗ୍ରେସ ବିଶ୍ୱାସ କରେ। ଆମର ମିଳିତ ମେଣ୍ଟ ଇଣ୍ଡିଆ ମଧ୍ୟ ଏହି ଚିନ୍ତାଧାରାରେ ବିଶ୍ୱାସ ରଖେ। ଆମର ମିଳିତ ମେଣ୍ଟ ଦେଶର ୬୦ ପ୍ରତିଶତ ପ୍ରତିନିଧିତ୍ୱ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri