Posted inଖେଳ

‘ଯେମିତି ହେଲେ ବିଦେଶୀ ଖେଳାଳିଙ୍କୁ ଘରକୁ ପଠାଇବୁ’

ନୂଆଦିଲ୍ଲୀ, ୪।୫: ଆଇପିଏଲରେ ଅଂଶଗ୍ରହଣ କରିଥିବା ବିଦେଶୀ ଖେଳାଳିଙ୍କୁ ଯେମିତି ହେଲେ ଘରକୁ ପଠାଯିବ। କୋଭିଡ୍‌-୧୯ ମହାମାରୀ କାରଣରୁ ଚଳିତ ସିଜନକୁ ବାତିଲ ହେବା ପରେ ଆଇପିଏଲ ଚେୟାରମ୍ୟାନ ବ୍ରିଜେଶ ପଟେଲ ଏଭଳି କହିଛନ୍ତି।

ସନରାଇଜର୍ସ ହାଇଦ୍ରାବାଦ୍‌ ଉଇକେଟକିପର ରିଦ୍ଧିମାନ ଶାହ ଓ ଦିଲ୍ଲୀ କ୍ୟାପିଟାଲ୍ସର ଲେଗ୍‌ ସ୍ପିନର ଅମିତ୍‌ ମିଶ୍ରା ପଜିଟିଭ୍‌ ଚିହ୍ନଟ ହେବା ପରେ ଆଇପିଏଲ-୧୪କୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛି ବିସିସିଆଇ। ବିଦେଶୀ ଖେଳାଳି କେଉଁ ଭଳି ସ୍ବଦେଶ ଫେରିବେ ବୋଲି ପ୍ରଶ୍ନ କରାଯାଇଥିଲା। ଉତ୍ତରରେ ବ୍ରିଜେଶ କହିଥିଲେ, ସେମାନଙ୍କୁ ଘରକୁ ପଠାଇବା ଦରକାର। ଆମ ବାଟ ଖୋଜି ବାହର କରିବୁ। ଏହା ଛଡ଼ା ଆଉ କିଛି କହି ନାହାନ୍ତି।

ଭାରତରୁ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକ ଲାଗିଥିବାରୁ ସବୁଠୁ ଲୋକପ୍ରିୟ କ୍ରିକେଟ ଲିଗ୍‌ରେ ଅଂଶଗ୍ରହଣ କରିଥିବା ବିଦେଶୀ ଖେଳାଳି ସ୍ବଦେଶ ଫେରିବା ଲାଗି ଚିନ୍ତିତ ଥିଲେ। ସେମାନଙ୍କୁ ସୁରକ୍ଷିତ ସ୍ବଦେଶରେ ଛାଡ଼ିବା ପାଇଁ ଆଶ୍ୱାସନା ଦେଇଥିଲା ବିସିସିଆଇ। ଅଷ୍ଟ୍ରେଲିଆର ୩ ଖେଳାଳି ଓହରିଯିବା ପରେ ଆଉ ୧୪ ଜଣ ଖେଳାଳି ଆଇପିଏଲରେ ଖେଳୁଥିଲେ। ବିଦେଶୀ ଖେଳାଳିଙ୍କ ତାଲିକାରେ ନ୍ୟୁଜିଲାଣ୍ଡର ୧୦, ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକାର ୧୧, ଓ୍ବେଷ୍ଟଇଣ୍ଡିଜର ୯, ଆଫଗାନିସ୍ତାନର ୩ ଓ ବାଂଲାଦେଶର ୨ ଖେଳାଳି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri