Posted inଜାତୀୟ

୨୦୨୭ରେ ଗୁଜରାଟରେ ସରକାର ଗଢିବୁ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧୮।୧୨: ଆମ ଆଦମୀ ପାର୍ଟି ଏକ ଜାତୀୟ ଦଳର ଟ୍ୟାଗ ପାଇବା ପରେ ରବିବାର ଦଳର ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲ ଦିଲ୍ଲୀରେ ଏକ ଜାତୀୟ ସମ୍ମିଳନୀ ଡାକିଛନ୍ତି। ଏହି ସମ୍ମିଳନୀରେ ସେ ଦଳର କର୍ମୀଙ୍କୁ ସମ୍ବୋଧିତ କରି ଦଳର ଦୂରଦୃଷ୍ଟି ବିଷୟରେ କହିଥିଲେ। ସେ କହିଛନ୍ତି, ଭାରତ ଠିକ କରିବା ପାଇଁ ଭଗବାନ ଆମ ଆଦମୀ ପାର୍ଟିକୁ ବାଛିଛନ୍ତି। ଏଏପି ସରକାର ଗତ ୫ ରୁ ୭ ବର୍ଷ ମଧ୍ୟରେ ଦିଲ୍ଲୀର ୧୨.୩୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେଇଛନ୍ତି। ଅନ୍ୟପକ୍ଷରେ ପଞ୍ଜାବର ୨୧ ହଜାର ଲୋକଙ୍କୁ ସରକାରୀ ଚାକିରି ଦେଇଛନ୍ତି। ଆଗାମୀ ୫ ରୁ ୧୦ ବର୍ଷ ମଧ୍ୟରେ ଆମ ଦେଶ ଯେଉଁଠାରେ ରହିବା ଉଚିତ, ଆମେ ଏହା ବିଷୟରେ ଚିନ୍ତା କରୁଛୁ। ଆମ ଆଦମୀ ପାର୍ଟି ଏହି ଦେଶର ଦୂରଦୃଷ୍ଟି ପୂରଣ ପାଇଁ କାର୍ଯ୍ୟ କରିବ। ଆମେ ଏପରି ଏକ ଦେଶ ଚାହୁଁ, ଯେଉଁଠାରେ ସମସ୍ତ ଜାତି ଏବଂ ଧର୍ମର ଲୋକଙ୍କ ମଧ୍ୟରେ ପ୍ରେମ ଏବଂ ସ୍ନେହ ମନୋଭାବ ସୃଷ୍ଟି ହେଉ। ଯଦି ଲୋକମାନେ ଗୋଟିଏ ଦେଶରେ ଏକାଠି କାମ ନକରନ୍ତି ତେବେ ଦେଶ କଦାପି ଅଗ୍ରଗତି କରିପାରିବ ନାହିଁ।
ସେହିପରି ନିକଟରେ ଶେଷ ହୋଇଥିବା ଗୁଜରାଟ ନିର୍ବାଚନକୁ ନେଇ କେଜ୍‌ରିଓ୍ବାଲ ନିଜ ମତ ରଖିଛନ୍ତି। ଏଏପି ଗୁଜରାଟରେ ନିଜ ଗଡ ଆହୁରି ମଜଭୁତ କରିବାକୁ ଚେଷ୍ଟା କରିବ ଏବଂ ୨୦୨୭ରେ ଦଳ ରାଜ୍ୟରେ ସରକାର ଗଢିବ ବୋଲି ସେ ଦୃଢ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?