Posted inଜାତୀୟ

ଉତ୍ତର ପ୍ରଦେଶ ଅପେକ୍ଷା ପଶ୍ଚିମବଙ୍ଗରେ ବଡ଼ ବିଜୟ ହାସଲ କରିବୁ: ଅମିତ ଶାହା

କୋଲକତା,୭।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ମତଦାନ ସରିଛି। ଭାରତୀୟ ଜନତା ପାର୍ଟି କ୍ରମାଗତ ଭାବରେ ରାଜ୍ୟରେ ବଡ ବିଜୟ ଦାବି କରୁଛି। ଏଥି ସହ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପାକୁ ଟାର୍ଗେଟ କରୁଛନ୍ତି। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ ଦାବି କରିଛନ୍ତି। ଏକ ସାକ୍ଷାତକାର ସମୟରେ ସେ କହିଛନ୍ତି ଯେ, ୨୦୧୭ରେ ଉତ୍ତରପ୍ରଦେଶ ଅପେକ୍ଷା ଦଳ ପଶ୍ଚିମବଙ୍ଗରେ ଏକ ବଡ଼ ବିଜୟ ହାସଲ କରିବ। ତେବେ ଏହି ସମୟ ମଧ୍ୟରେ ସେ ନାଗରିକତ୍ୱ ସଂଶୋଧନ ଅଧିନିୟମ ଏବଂ ନ୍ୟାଶନାଲ୍‌ ପପୁଲେଶନ ରେଜିଷ୍ଟର ଅପେକ୍ଷା କରୋନାକୁ ପ୍ରାଥମିକତା ଦେବାକୁ ସେ କହିଛନ୍ତି।

ସୂଚନାଯୋଗ୍ୟ ଭାରତୀୟ ଜନତା ପାର୍ଟି ଏବଂ ବିଶେଷ କରି ଅମିତ ଶାହା ଗତ ବର୍ଷ ଠାରୁ ପଶ୍ଚିମବଙ୍ଗରେ ବହୁତ ସକ୍ରିୟ ଅଛନ୍ତି। ସେ ଏବଂ ଭାଜପା ଜାତୀୟ ସଭାପତି ଜେପି ନଡ୍ଡା କ୍ରମାଗତ ଭାବେ ରାଜ୍ୟରେ ରାଲି ଡ୍‌କରୁଛନ୍ତି। ଶାହା ପ୍ରଥମେ ବଙ୍ଗଳାରେ ୨୦୦+ ସିଟ ଦାବି କରିଥିଲେ। ସେ କହିଥିଲେ ଯେ, ରାଜ୍ୟବାସୀ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ଅଛନ୍ତି। ସେ ଦାବି କରିଛନ୍ତି ଯେ ଏହି ବିଜୟ ୨୦୧୭ରେ ଉତ୍ତରପ୍ରଦେଶ ଅପେକ୍ଷା ଏକ ବଡ଼ ବିଜୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri