ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ

ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍‌ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ କରି ଆସବାବପତ୍ର ଏବଂ ଅଳଙ୍କାର ଆଦି ସମସ୍ତ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବଢ଼ାଇବା ପାଇଁ ବାଇଡେନ୍‌ ଧମକ ଦେଇଛନ୍ତି। ନୂଆଦିଲ୍ଲୀ ବୃହତ ଟେକ୍‌ନୋଲୋଜି କମ୍ପାନୀ ଉପରେ ଡିଜିଟାଲ ସର୍ଭିସ ଟ୍ୟାକ୍ସ ଲଗାଇଥିବାରୁ ଏହାର ଜବାବରେ ଆମେରିକା ଉପରୋକ୍ତ ନିଷ୍ପତ୍ତି ନେଇଛି। ଭାରତରୁ ଆମେରିକା କିଣୁଥିବା ୨୬ଟି ସାମଗ୍ରୀ ଉପରେ ୨୫ ପ୍ରତିଶତ ଶୁଳ୍କ ବୃଦ୍ଧି କରିବାକୁ ଏହାର ବାଣିଜ୍ୟ ପ୍ରତିନିଧି କାଥେରିନ୍‌ ଟାଇ ୨ ତାରିଖରେ ଘୋଷଣା କରିଥିଲେ। ତେବେ ଏହି ବର୍ଦ୍ଧିତ ଶୁଳ୍କ ଡିସେମ୍ବର ପର୍ଯ୍ୟନ୍ତ ସ୍ଥଗିତ ରହିବ ବୋଲି ସେ କହିଥିଲେ। ଭାରତ ସରକାର ଗତବର୍ଷ ଏପ୍ରିଲରେ ଆମାଜନ, ଫେସ୍‌ବୁକ, ଗୁଗଲ୍‌ ଭଳି ବୃହତ୍‌ ବିଦେଶୀ ଟେକ୍‌ନୋଲୋଜି ଏବଂ ଇ-କମର୍ସ କମ୍ପାନୀ ଏଠାରେ କରୁଥିବା ଆୟ ଉପରେ ୨ ପ୍ରତିଶତ ଲାଗୁ କରିଥିଲେ। ଏହାକୁ ତତ୍କାଳୀନ ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନ ବିରୋଧ କରିଥିଲେ। ଏବେ ବାଇଡେନ୍‌ ସେଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri