Posted inଜାତୀୟ

ମୁମ୍ବାଇ ଆକ୍ରମଣକୁ କେବେ ଭୁଲିପାରିବୁ ନାହିଁ: ମୋଦି

ନୂଆଦିଲ୍ଲୀ,୨୬ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କ ‘ମନ୍‌ କି ବାତ୍‌’ରେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିବା ଲୋକଙ୍କୁ ମନେ ପକାଇ ଏହାକୁ ଭାରତର ସବୁଠାରୁ ଘୃଣ୍ୟ ଆତଙ୍କବାଦୀ ଆକ୍ରମଣ ବୋଲି କହିଛନ୍ତି।
ନଭେମ୍ବର ୨୬ କୁ ଆମେ କେବେ ବି ଭୁଲି ପାରିବୁ ନାହିଁ। ଏହି ଦିନ ହିଁ ଦେଶରେ ସବୁଠାରୁ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ମୁମ୍ବାଇ ଏବଂ ସମଗ୍ର ଦେଶକୁ ଥରାଇ ଦେଇଥିଲେ। ପୂର୍ଣ୍ଣ ସାହସ ସହିତ ଆତଙ୍କବାଦକୁ ମଧ୍ୟ ଦମନ କରୁଛୁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 26/11 Mumbai Attacks: Remembering The Tragedy On 15th Anniversary — IN PICS

ସୂଚନାଯୋଗ୍ୟ, ୨୬ ନଭେମ୍ବର ୨୦୦୮ରେ ୧୦ ଜଣ ସଶସ୍ତ୍ର ପାକିସ୍ତାନୀ ଆତଙ୍କବାଦୀ ମୁମ୍ବାଇରେ ଏକ ସମନ୍ବିତ ଆକ୍ରମଣ କରିଥିଲେ। ଏହି ଆକ୍ରମଣ ସାଧାରଣ ନାଗରିକ ଏବଂ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି କ୍ଷୟକ୍ଷତି ଘଟାଇଥିଲେ। ଯାହା ସବୁଠୁ ଯନ୍ତ୍ରଣାଦାୟକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆବାସିକ ଅଞ୍ଚଳ ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା; ୯ ମୃତ , ଦେଖନ୍ତୁ ଛାତିଥରା ଭିଡ଼ିଓ

ଟେକ୍ସାସ,୨।୧୧: ଯୁକ୍ତରାଷ୍ଟ୍ର ଆମେରିକାର ଦକ୍ଷିଣ ଫ୍ଲୋରିଡାରେ ରବିବାର ନଅ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଘରୋଇ ବିମାନ ଏକ ଆବାସିକ ଅଞ୍ଚଳ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି।…

ଧୂମକେତୁ ଜରିଆରେ ପୃଥିବୀକୁ ଆସି ନ ଥିଲା ଜୀବନ, ଗବେଷକ କହିଲେ…

ଲଣ୍ଡନ,୨ା୧୧: ବହୁ କୋଟି ବର୍ଷ ପୂର୍ବେ ମହାକାଶରୁ ଧୂମକେତୁ ଜରିଆରେ ପୃଥିବୀକୁ ଜୀବନର ମୌଳିକ ଉପାଦାନଗୁଡ଼ିକ ଆସିଥିଲା ବୋଲି ଯେଉଁ ଲୋକପ୍ରିୟ ତତ୍ତ୍ୱ ରହିଛି, ତାହା ଭୁଲ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ କରତରେ ଆକ୍ରମଣ: ଅଭିଯୁକ୍ତଙ୍କୁ ଗୁଳିକରି ଗିରଫ କଲା ପୋଲିସ

ଅନନ୍ତପୁର,୧ା୧୧: ଆନ୍ଧ୍ରପ୍ରଦେଶର ରାପଟାଡୁ ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଗୋପିକାଙ୍କୁ କରତରେ ଆକ୍ରମଣ କରିଥିବା ଅଭିଯୁକ୍ତ ହେମନ୍ଥ ଖସି ପଳାଇବାକୁ ଉଦ୍ୟମ କଲାବେଳେ ପୋଲିସ…

ବୁଲେଟପ୍ରୁଫ୍ କାଚ ବାକ୍ସ ଭିତରୁ ପ୍ରଶଂସକଙ୍କୁ ଭେଟିଲେ ଅମିତାଭ, ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ବିଗତ କିଛି ଦଶନ୍ଧି ଧରି ପ୍ରତ୍ୟେକ ରବିବାର ନିଜ ବାସଭବନ ‘ଜଲ୍‌ସା’ ବାହାରେ ଏକାଠି ହେଉଥିବା ହଜାର ହଜାର ପ୍ରଶଂସକଙ୍କୁ…

ଆଜି ଭୀଷଣ ବାତ୍ୟାର ରୂପ ନେବ ‘ମୁରାସୁ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ଏହି ୫ ଜିଲାକୁ ଅଧିକ…

ଭୁବନେଶ୍ୱର,୧ା୧୧(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’। ରବିବାର ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁର ଚେନ୍ନାଇଠାରୁ ୪୮୦ କି.ମି., ଆନ୍ଧ୍ରପ୍ରଦେଶର ନେଲୋରଠାରୁ ୫୫୦ କି.ମି.,…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି…

ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ…

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?