Posted inଜାତୀୟ

ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୨: ଦିଲ୍ଲୀରୁ ହରିୟାଣା, ରାଜସ୍ଥାନ ଏବଂ ଗୁଜରାଟ ଯାଏ ପରିବ୍ୟାପ୍ତ ଆରାବଳୀ ପର୍ବତ ଶ୍ରେଣୀରେ କୌଣସି କାର୍ଯ୍ୟ କରିବାକୁ କାହାରିକୁ ଅନୁମତି ଦିଆଯିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର ସ୍ପଷ୍ଟ କରିଛନ୍ତି। ହରିୟାଣା ସରକାର ଏହି ପର୍ବତ ଶ୍ରେଣୀରେ ଏକ ଜଙ୍ଗଲ ସଫାରି କରିବାକୁ ଡିପିଆର୍‌ ଦାଖଲ କରିବା ପାଇଁ ଅନୁମତି ଲୋଡିଥିଲା ବେଳେ ପ୍ରଧାନ ବିଚାରପତି ଜଷ୍ଟିସ୍‌ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଓ ଜଷ୍ଟିସ୍‌ ବିପୁଲ ଏମ୍‌ ପାଞ୍ଚୋଲିଙ୍କ ଖଣ୍ଡପୀଠ ଏହାକୁ ଅଗ୍ରାହ୍ୟ କରିଦେବା ସହିତ ଆରାବଳୀକୁ କାହାରିକୁ ଛୁଇଁବାକୁ ଦିଆଯିବ ନାହିଁ ବୋଲି କହିଛନ୍ତି । ଯେ ପର୍ଯ୍ୟନ୍ତ ବିଶେଷଜ୍ଞମାନଙ୍କ ଦ୍ୱାରା ଏହି ପର୍ବତ ଶ୍ରେଣୀର ସଂଜ୍ଞା ନିରୂପଣ ନ ହୋଇଛି, ସେ ପର୍ଯ୍ୟନ୍ତ କାହାରିକୁ ଏହାର ସୀମାରେ କାର୍ଯ୍ୟ କରିବାକୁ ଦିଆଯିବ ନାହିଁ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ଭାରତ ଆସିବେ ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ! ପ୍ରଧାନମନ୍ତ୍ରୀଙ୍କୁ ମାଗିଲେ..

ନୂଆଦିଲ୍ଲୀ,୧୬।୫: ୨୦୨୬ ଆଇପିଏଲ ଫାଇନାଲ ଦିନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମୋହସିନ ନକଭି ଅହମଦାବାଦରେ ଉପସ୍ଥିତ ରହିପାରନ୍ତି। ପ୍ରକୃତରେ, ଅହମଦାବାଦରେ ଏକ ଆଇସିସି (ଆନ୍ତର୍ଜାତୀୟ…

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri