Posted inଜାତୀୟ

ଦେଶକୁ ବଦନାମ୍‌ କଲେ ଆମେ ଚୁପ୍‌ ବସିବୁ ନାହିଁ: ଆଇନମନ୍ତ୍ରୀ…

ନୂଆଦିଲ୍ଲୀ,୧୬।୩ : କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ ଗୁରୁବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ତାଙ୍କୁ କ୍ଷମା ମାଗିବାକୁ କହିଛନ୍ତି। ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ବିବୃତ୍ତି ପାଇଁ ଭାଜପା ତାଙ୍କୁ କ୍ଷମା ମାଗିବାକୁ କହୁଛି। ଏହି ପ୍ରସଙ୍ଗରେ ଗୃହରେ ଅନେକ ଆଲୋଡ଼ନ ଦେଖାଦେଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ରାହୁଲ ଗାନ୍ଧୀ ଗୁରୁବାର ସଂସଦକୁ ଆସିପାରନ୍ତି। ଏଭଳି ପରିସ୍ଥିତିରେ ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ରାହୁଲ ଗାନ୍ଧୀ କ୍ଷମା ମାଗନ୍ତୁ ବୋଲି ଦାବି କହିଛନ୍ତି।

ଯଦି ରାହୁଲ ଗାନ୍ଧୀ କୁହନ୍ତି ଏବଂ ଏହା କଂଗ୍ରେସ ପାଇଁ ଅସୁବିଧା ସୃଷ୍ଟି କରେ , ତା’ହେଲେ ଆମର ଏହା ସହ କୌଣସି ସମ୍ପର୍କ ନାହିଁ। କିନ୍ତୁ ଯଦି ସେ ଦେଶକୁ ବଦନାମ କରନ୍ତି, ତେବେ ଦେଶର ନାଗରିକ ଭାବରେ ଆମେ ଚୁପ ରହିପାରିବୁ ନାହିଁ। ଲଣ୍ଡନ ସେମିନାରରେ ରାହୁଲ ଯାହା କହିଛନ୍ତି ସେଥିପାଇଁ ସେ କ୍ଷମା ମାଗିବା ଉଚିତ। ସେ ଗଣତନ୍ତ୍ର, ନ୍ୟାୟପାଳିକା ଏବଂ ଦେଶକୁ ଅପମାନିତ କରିଛନ୍ତି। ଯେଉଁମାନେ ଦେଶ ବିରୁଦ୍ଧରେ କହୁଛନ୍ତି ସେମାନଙ୍କ ବିରୋଧରେ ଆମେ ସ୍ବର ଉତ୍ତୋଳନ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ପୁଣି PM ମୋଦିଙ୍କ ଆଗରେ ବଡ଼ ଦାବି ରଖିଲେ ଅଭିଜିତ ଦୀପକେ: ୧୫ ଅଗଷ୍ଟରେ Gen Z ଙ୍କ ପାଇଁ…

ନୂଆଦିଲ୍ଲୀ, ୭।୮: ଜନ୍ତର ମନ୍ତରରେ ପ୍ରତିବାଦ କରିବା ପରେ ବର୍ତ୍ତମାନ କକରୋଚ ଜନତା ପାର୍ଟି (CJP) ନୂଆ ପ୍ରସଙ୍ଗଗୁଡ଼ିକୁ ନେଇ ଆଲୋଚନା କରୁଛି। ସିଜେପିର କୋର୍‌ ଟିମ୍‌ର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri