Posted inଜାତୀୟ

ସୁଧମୂଳ ସହ ସମସ୍ତଙ୍କ ଭଲପାଇବା ପରିଶୋଧ କରିବୁ: ମୋଦି

ବେଙ୍ଗାଲୁରୁ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକରେ ୧୦ ଲେନ ବିଶିଷ୍ଟ ବେଙ୍ଗାଲୁରୁ-ମହୀଶୁର ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଏହି ପ୍ରକଳ୍ପରେ ଜାତୀୟ ରାଜପଥ -୨୭୫ର ବେଙ୍ଗାଲୁରୁ-ନିଦାଘଟା-ମହୀଶୁର ଖଣ୍ଡ ଛଅ ଲେନ ସାମିଲ ଅଛି। ଏହି ୧୧୯ କିଲୋମିଟର ଲମ୍ବା ପ୍ରକଳ୍ପ ପ୍ରାୟ ୮,୪୮୦ କୋଟି ଟଙ୍କା ବ୍ୟୟରେ ବିକଶିତ ହୋଇଛି।
ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ଘାଟନ ପରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ତାଙ୍କ ସମ୍ବୋଧନରେ ସେ କହିଛନ୍ତି, ଆଜି କର୍ନାଟକର ଲୋକମାନେ ମୋତେ ଆଶୀର୍ବାଦ ଦେଉଛନ୍ତି। କର୍ନାଟକରେ ଡବଲ ଇଞ୍ଜିନ ସରକାର କ୍ରମାଗତ ଭାବରେ ବିକାଶ କରୁଛନ୍ତି। ଆଜି ବେଙ୍ଗାଲୁରୁ-ମହୀଶୁର ଏକ୍ସପ୍ରେସୱେ ସାରା ଦେଶରେ ଆଲୋଚନା ହେଉଛି, ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଡବଲ ଇଞ୍ଚିନ ସରକାର କର୍ନାଟକବାସୀଙ୍କ ଭଲ ପାଇବାକୁ ଆମେ ସୁଧମୂଳ ସହ ପରିଶୋଧ କରିବେ। ଆଜି ଏହି ଏକ୍ସପ୍ରେସ ୱେର ଉଦଘାଟନ ପାଇଁ ଦେଶର ଯୁବକମାନେ ଗର୍ବିତ। ଦେଶରେ ଏହିପରି ଅଧିକ ଏକ୍ସପ୍ରେସୱେ ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?