ସ୍ଥିତି ସମୀକ୍ଷା ପରେ ଲକ୍‌ଡାଉନ ନେଇ ନିଆଯିବ ନିଷ୍ପତ୍ତି: ପାଓ୍ବାର

ମୁମ୍ବାଇ,୨୨।୧୧: ଭାରତରେ କରେନା ସଂକ୍ରମଣ ଥମିବାରେ ନାଁ ନେଉନି। କିଛି ଦିନର ବ୍ୟବଧାନ ପରେ ଭାରତରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଶୀତ ଋତୁରେ ଏହାକୁ ନେଇ ବହୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ ବୋଲି କୁହାଯାଉଛି। କେତେକ ରାଜ୍ୟରେ ନଭେମ୍ବରରେ କରୋନା ଉପରମୁହାଁ ହୋଇଥିବା ଦେଖିବାକୁ ମିଳିଛି। ଏଭଳି ସ୍ଥିତିରେ ପ୍ରଶ୍ନ ଉଠୁଛି ଯେ, କ’ଣ ପୁଣି ଥରେ ରାଜ୍ୟ ସରକାର ଲକ୍‌ଡାଉନ ନୀତି ଆପଣାଇବେ। ଇତିମଧ୍ୟରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆଗାମୀ ୨-୩ ଦିନ ମଧ୍ୟରେ ରାଜ୍ୟର ସ୍ଥିତି ସମୀକ୍ଷା କରାଯିବା ପରେ ଲକ୍‌ଡାଉନ ନେଇ ନିଷ୍ପତ୍ତି ନିଆଯିବ ବୋଲି ଅଜିତ ପାଓ୍ବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ ଖଣି ସଚିବ ପୂଜା ସିଂଘଲ ନିଲମ୍ବିତ

ନୂଆଦିଲ୍ଲୀ,୧୨।୫: ମନି ଲଣ୍ଡରିଂ ମାମଲାରେ ଗିରଫ ହେବାର ଦିନକ ପରେ ଝାଡ଼ଖଣ୍ଡ ଖଣି ସଚିବ ପୂଜା ସିଂଘଲଙ୍କୁ ଭାରତୀୟ ପ୍ରଶାସନିକ ସେବାରୁ ନିଲମ୍ବନ କରାଯାଇଛି। କାର୍ମିକ...

ମହାରାଷ୍ଟ୍ର ଠାଣେରେ ଏଆଇଏମଆଇଏମ କାର୍ଯ୍ୟାଳୟରେ ଭଙ୍ଗାରୁଜା

ମୁମ୍ବାଇ,୨୩ ।୯: ମହାରାଷ୍ଟ୍ରର ଠାଣେରେ ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦଲ ମୁସଲିମ(ଏଆଇଏମଆଇଏମ)ର କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଥିବା ଖବର ମିଳିଛି । କେତେଜଣ ଅଜ୍ଞାତ ବ୍ୟକ୍ତି କାର୍ଯ୍ୟାଳୟରେ ପଶି...

ସୋସିଆଲ ମିଡିଆରେ ଆକ୍ଟିଭ୍‌ ନୋରା

ନୂଆଦିଲ୍ଲୀ: ଲକ୍‌ଡାଉନ ସମୟରେ ଘରେ ରହି ବଲିଉଡ୍‌ର ଡାନ୍ସିଂ କୁଇନ୍‌ ନୋରା ଫତେହି ସୋସିଆଲ୍‌ ମିଡିଆରେ ସମ୍ପର୍କ ରଖିଛନ୍ତି। ଏବେ ଫିଲ୍ମ ଶୁଟିଂ ବନ୍ଦଥିବାରୁ ସେ...

କଏଦୀଙ୍କୁ ୯୦ ଦିନିଆ ପାରୋଲ୍‌: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୮।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ଜେଲ୍‌ରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ବହୁ କଏଦୀ ଆକ୍ରାନ୍ତ ହେବା ସହିତ କେତେକଙ୍କର ଜୀବନ...

ନିରପେକ୍ଷ ନିର୍ବାଚନ ପାଇଁ କେଉଁ ପଦକ୍ଷେପ ଗ୍ରହଣ କରାଯାଇଛି, ତ୍ରିପୁରା ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୩।୧୧: ନଭେମ୍ବର ୨୫ରେ ହେବାକୁ ଥିବା ନଗରପାଳିକା ମତଦାନ ପୂର୍ବରୁ ତ୍ରିପୁରାରେ ହିଂସା ତଥା ର୍ନିବାଚନ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଯାଇଥିବା ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ...

ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ

ହାଇଦ୍ରାବାଦ,୬।୬ : କୋଭିଡ୍‌-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...

ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’

ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍‌ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର...

ଫଡ଼ନଭୀସ୍‌-ରାଜ୍‌ ଠାକ୍‌ରେଙ୍କ ସୁରକ୍ଷା ବ୍ୟବସ୍ଥା କମିଲା

ମୁମ୍ବାଇ,୧୦।୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ରବିବାର ଏକ ବିବାଦୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟରେ କେତେକ ବରିଷ୍ଠ ନେତାଙ୍କର ସୁରକ୍ଷା ବ୍ୟବସ୍ଥାକୁ...

Advertisement
Archives

Model This Week