‘କୃଷକ, ଗରିବଙ୍କ ସମସ୍ୟା ନେଇ ଲୋକଙ୍କ ପାଖକୁ ଯିବୁ’

ପାଟଣା,୧୩।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଆନ୍ଦେଶ୍ୱର ଶିବ ମନ୍ଦିର ନିକଟ କଲ୍ୟାଣ ମଣ୍ଡପରେ ଶୁକ୍ରବାର ଏକ ବ୍ଲକ ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ବ୍ଲକ ସଭାପତି ରାଜବଲ୍ଲଭ ମିଶ୍ରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସମ୍ପାଦକ ଉମାକାନ୍ତ ଭାରତ, ସମ୍ମାନୀତ ଅତିଥିଭାବେ ଜିଲା ସଭାପତି ଲକ୍ଷ୍ମୀଧର ପ୍ରଧାନ, ଜିଲା କାର୍ଯ୍ୟକାରୀ ସଭାପତି ଖଗେଶ୍ୱର ମହାନ୍ତ, ମହିଳା ମୋର୍ଚ୍ଚା ଜିଲା ସଭାପତି ବିଳାସିନୀ ମହାନ୍ତ, ରାଜ୍ୟ ବିଶ୍ୱ ଆଦିବାସୀ ସଂଗଠନ ରାଜ୍ୟ ସଭାପତି ସୁଦର୍ଶନ ଲୋହାର ପ୍ରମୁଖ ଉପସ୍ଥିତ ରହି ୨୦୨୪ ସାଧାରଣ ନର୍ବାଚନରେ ମୋଦଳ ୧୪୭ ବିଧାନସଭା କ୍ଷେତ୍ରରେ ପ୍ରାଥୀ ଦେବା ସହ ୨୧ ସଂସଦୀୟ କ୍ଷେତ୍ରରେ ପ୍ରାର୍ଥୀ ଦେବ ବୋଲି କହିଥିଲେ। ମୁଖ୍ୟ ଅତିଥି ଭାରତ ମୋଦଳ ଗରିବ, ଖଟିଖିଆ, ଚାଷୀ ଏବଂ ଶ୍ରମିକଙ୍କ ସ୍ବାର୍ଥ ପାଇଁ ସଂଗ୍ରାମ ଜାରି ରଖିବ। ଆଗାମୀ ନିର୍ବାଚନରେ ଦଳ ଆଶାତୀତ ସଫଳତା ପାଇବ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ କୃଷକ ନେତା ରମାକାନ୍ତ ମହାନ୍ତ, ଜିତେନ୍ଦ୍ର ମିଶ୍ର, ସନାତନ ମହାନ୍ତ, ରାଜେନ୍ଦ୍ର ମହାନ୍ତ ପ୍ରମୁଖଙ୍କ ସହ ଶତାଧିକ କର୍ମୀ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri