Posted inଖେଳ

‘ମ୍ୟାଚ୍‌ରେ ଭଲ ପ୍ରଦର୍ଶନ ପାଇଁ ଚେଷ୍ଟା କରିବୁ’

କଟକ ଅଫିସ,୧୧ା୬: ପ୍ରଥମ ମ୍ୟାଚ୍‌ରେ ବୋଲିଂ ଭଲ ନ ହେବାରୁ ଆମେ ହାରିଲୁ। ଏହି ମ୍ୟାଚ୍‌ରେ ଜିତିବା ପାଇଁ ଚେଷ୍ଟା କରିବୁ ବୋଲି ଶନିବାର ବାରବାଟୀରେ ପ୍ରାକ୍ଟିସ ପୂର୍ବରୁ ଭାରତୀୟ ବୋଲର ଭୁବନେଶ୍ୱର କୁମାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।

ସେ କହିଛନ୍ତି, ଯେଉଁମାନେ ଆଇପିଏଲ୍‌ରେ ଭଲ ଖେଳିଥିଲେ ସେମାନେ ଦଳରେ ଅଛନ୍ତି। ଅବଶ୍ୟ ସିନିୟର ବୋଲର ନାହାନ୍ତି। ଯେତିକି ନୂଆ ବୋଲର ରହିଛନ୍ତି, ସେମାନଙ୍କୁ ନେଇ ଖେଳିବାକୁ ପଡ଼ିବ। ନୂଆ ବୋଲରଙ୍କୁ ଦାୟିତ୍ୱ ନେଇ ଭଲ ଖେଳ ଦେଖାଇବାକୁ ପଡ଼ିବ। ବିଶ୍ୱ କପ୍‌କୁ ଯିବା ପୂର୍ବରୁ ସମସ୍ତଙ୍କୁ ପ୍ରସ୍ତୁତ ହେବାକୁ ପଡ଼ିବ। ବୋଲିଂ ଭଲ ହେଲେ କ୍ୟାପଟେନଙ୍କ ଉପରେ ଶ୍ରେୟ ଯାଇଥାଏ। ନଚେତ୍‌ ନିଷ୍ପତ୍ତି ଖରାପ ବୋଲି ଲୋକେ କହିଥାନ୍ତି। ଉମରାନ ମଲିକ ଖେଳିବା ନିଷ୍ପତ୍ତି କୋଚ୍‌ ଓ କ୍ୟାପଟେନ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri