କେନ୍ଦ୍ରାପଡ଼ା ସହ ଆମେ ୪୦୦ ଆସନ ଜିତିବୁ: ବୈଜୟନ୍ତ

ଭୁବନେଶ୍ୱର,୧।୪: କେନ୍ଦ୍ରାପଡା ଲୋକ ସଭା ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସୋମବାର କେନ୍ଦ୍ରାପଡ଼ା ଗସ୍ତ କରିଛନ୍ତି। ଏହି ସମୟରେ ସେ କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ବଳଦେବ ଜୀଉଙ୍କ ଦର୍ଶନ କରିଛନ୍ତି। କେନ୍ଦ୍ରାପଡ଼ାରେ ପହଞ୍ଚିବା ପରେ ତାଙ୍କୁ ଏକ ବିଶାଳ ଶୋଭାଯାତ୍ରାରେ ସ୍ବାଗତ କରାଯାଇଥିଲା। ଶୋଭାଯାତ୍ରା ସମୟରେ ରାସ୍ତାର ଦୁଇ ପାର୍ଶ୍ୱରେ ପ୍ରବଳ ଭିଡ ଲାଗି ରହିଥିଲା। ବୈଜୟନ୍ତ ପଣ୍ଡା ସମସ୍ତଙ୍କ ଅଭିବାଦନ ଗ୍ରହଣ କରୁଥିବା ଦେଖିବାକୁ ମିଳିଛି।

ଶୋଭାଯାତ୍ରା ସମୟରେ ବୈଜୟନ୍ତ କହିଛନ୍ତି, କେନ୍ଦ୍ରାପଡ଼ା ସହ ଏନଡିଏ ଲୋକ ସଭାରେ ୪୦୦ ଆସନ ଜିତିବ। ମୋଦି ଜୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ। ଭାରତକୁ ବିକଶିତ କରିବା ପାଇଁ ମୋଦି ଜୀ ଯେଉଁ ରୋଡ ମ୍ୟାପ ଦେଇଛନ୍ତି, ତାହା ପୂରା ପରିବର୍ତ୍ତନ ହୋଇସାରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri