ଦୁର୍ବଳ ହେଲା ଅବପାତ!

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତ ଦୁର୍ବଳ ହୋଇ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୩ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଜଳ ଛାଡ଼ିଲା ବାଘୁଆ ଜଳଭଣ୍ଡାର

ବୁଗୁଡ଼ା,୧୪ା୮(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଘୁଆ ଜଳଭଣ୍ଡାରର ଜଳ ବିପଦ ସଙ୍କେତ ନିକଟରେ ପହଞ୍ଚିବା ପରେ ଜଳଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ତାର...

କୃଷି ବିଲ୍‌ ଚାଷୀଙ୍କୁ ରସାତଳଗାମୀ କରିବ: ଯୁବ କଂଗ୍ରେସ

ଭୁବନେଶ୍ୱର ୨୨।୯ (ବ୍ୟୁରୋ) କେନ୍ଦ୍ରର କୃଷି ବିଲ୍‌ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସୋମବାର ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଛି। ଯୁବ କଂଗ୍ରେସ ସଭାପତି...

ବର୍ଦ୍ଧିତ ବସ୍‌ଭଡ଼ା କମାଇବା ପାଇଁ ଦାବି କଲା ସମାଜବାଦୀ ପାର୍ଟି

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ପେଟ୍ରୋଲ୍‌ ଡିଜେଲ୍‌ ଦାମ ବୃଦ୍ଧି ଯୋଗୁଁ ମାର୍ଚ୍ଚ ୩୧ ତାରିଖ ଦିନ ରାଜ୍ୟ ସରକାର ସ୍ବୟଂଚାଳିତ ପ୍ରକ୍ରିୟା ଜରିଆରେ ବସ୍‌ ଭଡ଼ା ବୃଦ୍ଧି...

୭ଫୁଟରୁ ଅଧିକ ଲମ୍ବର କନ୍ଦମୂଳ, ଦେଖିବାକୁ ଯୁବଚାଷୀଙ୍କ ଘରେ ଜମୁଛି ଭିଡ଼

ନିଶ୍ଚିନ୍ତକୋଇଲି,୧୧ା୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ନତକାଇ ଗ୍ରାମରେ ଶ୍ରୀମତୀ ସାବିତ୍ରୀ ରାଉତଙ୍କ ବାଡ଼ିରେ ୭ ଫୁଟ ୧୦ ଇଞ୍ଚ ଲମ୍ବର କନ୍ଦମୂଳ ଫଳିଛି। ଏତେ ବଡ଼...

ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌କୁ ଓଡ଼ିଶାବାସୀଙ୍କ ସମର୍ଥନ: ୨୪ ଘଣ୍ଟାରେ ୧ଲକ୍ଷରୁ ଅଧିକ ଲୋକେ ଘରୁ ନ ବାହାରିବାକୁ ନେଲେ ଶପଥ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ଜୋରଦାର୍‌ ଉଦ୍ୟମ ଚଳାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ ବାର୍ତ୍ତା ଦେଇ ଘରୁ ନ...

ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ

ସମ୍ବଲପୁର,୧୮ା୭(ବ୍ୟୁରୋ): ସୋମବାର ପୂର୍ବାହ୍ନ ୧୧ଟାରେ ହୀରାକୁଦ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଛି। ଫଳରେ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ପ୍ରଥମେ ୭...

ଅର୍ଚ୍ଚିତାଙ୍କୁ ନିଜର କରିବା ପାଇଁ ବାହାରିଲେ ସବ୍ୟ: ମନ ଜିଣୁଛି ଗୋଲାପୀ ରଙ୍ଗ ପଗଡ଼ିକୁ ହସ, ସେପଟେ ଅପେକ୍ଷାରେ…

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଉ କେଇ ଘଣ୍ଟାର ଅପେକ୍ଷା। ସବୁଦିନ ପାଇଁ ପରସ୍ପରର ଜୀବନସାଥୀ ପାଲଟିବେ ଓଲିଉଡ୍‌ର ଅନ୍ୟତମ ରୋମାଣ୍ଟିକ ଯୋଡ଼ି ସର୍ବ-ଅର୍ଚ୍ଚିତା। ରବିବାର ସୋସିଆଲ ମିଡିଆରେ ଉଭୟ...

ପଥରରେ ଛେଚି ଦେଲେ

ବଡ଼ବିଲ,୧୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅଧୀନ କ୍ୟାମ୍ପ ହଟିଂ ନିକଟସ୍ଥ ଜଙ୍ଗଲରେ ରବିବାର ରାତିରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ...

Advertisement
Archives

Model This Week