ଦୁର୍ବଳ ହେଲା ଅବପାତ!

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତ ଦୁର୍ବଳ ହୋଇ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୩ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Share