ଏପରି ଲୋକଙ୍କ ପାଖ ମାଡ଼ନ୍ତିନି ଧନଦେବୀ ମା’ ଲଷ୍ମୀ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ମାନବ ଜୀବନ ସହ ଜଡ଼ିତ ଅନେକକଥା ବିଷୟରେ ଉଲ୍ଲେଖ କରିଛନ୍ତି। ଯାହା ମାଧ୍ୟମରେ ଜଣେ ବ୍ୟକ୍ତି ତାଙ୍କ ଜୀବନକୁ ସରଳ ଏବଂ ସଫଳ କରିପାରିବ। ଚାଣକ୍ୟଙ୍କଏହି ନୀତିରେ ଲୋକଙ୍କ ଅଭ୍ୟାସ ବିଷୟରେ କୁହାଯାଇଛି ଯାହାକୁ ଧ୍ୟାନଦେବା ଆବଶ୍ୟକ। ତାଙ୍କ ଅନୁଯାୟୀ, ଧନୀ ହେବା ପାଇଁ କେଉଁ କାର୍ଯ୍ୟକଳାପଠୁ ଦୂରେଇ ରହିବା ଜାଣନ୍ତୁ ସେ ସମ୍ପର୍କରେ …

ଯେଉଁମାନେ ପରିଷ୍କାର ରୁହନ୍ତି ନାହିଁ ଏବଂ ମଇଳା ପୋଷାକ ପିନ୍ଧନ୍ତି, ସେମାନଙ୍କୁ ପାଖରେ ଲକ୍ଷ୍ମୀଙ୍କ ରହନ୍ତି ନାହିଁ। ସମାଜରେ ସେମାନଙ୍କୁ ସମ୍ମାନ ମିଳେ ନାହିଁ। ଧନୀ ହେବା ଏବଂ ଲକ୍ଷ୍ମୀଙ୍କ ଆଶୀର୍ବାଦ ପାଇବା ପାଇଁ ସଫାସୁତରାରହିବା ଆବଶ୍ୟକ।

ଦାନ୍ତ ସଫା ନ କରୁଥିବା ବ୍ୟକ୍ତିଙ୍କୁ ଦାରିଦ୍ର୍ୟର ସାମ୍ନା କରିବାକୁ ପଡିବ। ଲକ୍ଷ୍ମୀଙ୍କ କୃପା ସେହି ବ୍ୟକ୍ତିଙ୍କ ଉପରେ ରହିଥାଏ ଯାହାର ଦାନ୍ତ ସଫାଥାଏ।

ଅଧିକ ଖାଦ୍ୟ ଖାଉଥିବା ବ୍ୟକ୍ତି କଦାପି ଧନୀ ହୋଇପାରିବ ନାହିଁ। ଏହା ସହିତ, ଯିଏ ଅଧିକ ଖାଏ ସେ ମଧ୍ୟ ସୁସ୍ଥ ରହେ ନାହିଁ।

ଚାଣକ୍ୟଙ୍କ ଅନୁଯାୟୀ, ଯେଉଁମାନେ ତିକ୍ତ କଥା କୁହନ୍ତି ସେମାନଙ୍କୁ ଆର୍ଥିକ ପ୍ରତିବନ୍ଧକ ସାମ୍ନା କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri