Posted inଜାତୀୟ

ଯାତ୍ରୀବାହୀ ବସରୁ ମିଳିଲା ବିପୁଳ ଅସ୍ତ୍ରଶସ୍ତ୍ର

ଗୌହାଟୀ,୧୭।୩: ଆତଙ୍କବାଦୀମାନେ ଆସାମରେ ଏକ ବଡ଼ଧରଣର ଆକ୍ରମଣ ଯୋଜନା କରିଥିଲେ। ପୋଲିସ ନଜରରୁ ବର୍ତ୍ତିବା ପାଇଁ ଏକ ଯାତ୍ରୀବାହୀ ବସରେ ଅସ୍ତ୍ରଶସ୍ତ୍ର ପଠାଉଥିଲେ। ତେବେ ଆସାମ ରାଇଫଲସର ଯବାନମାନେ ଏହାକୁ ପଣ୍ଡ କରିଦେଇଛନ୍ତି।

ସୂଚନା ଯୋଗ୍ୟ, ଗୁରୁବାର ଆସାମ ରାଇଫଲ୍ସର ଯବାନମାନେ କାରବି ଆଙ୍ଗଲଙ୍ଗ ଜିଲା ଅଞ୍ଚଳରେ ଗାଡ଼ି ଯାଞ୍ଚ କରୁଥିଲେ। ଯାଞ୍ଚ ବେଳେ ଯବାନମାନେ ଏକ ଯାତ୍ରୀବାହୀ ବସ୍‌ରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରିଛନ୍ତି। ବୋକାଜନ ସବ-ଡିଭିଜନାଲ ପୋଲିସ ଅଧିକାରୀ(ଏସ୍‌ଡିପିଓ) ଜନ ଦାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଯାଞ୍ଚ ବେଳେ ସୁରକ୍ଷାକର୍ମୀମାନେ ୨ଟି ପିସ୍ତଲ, ୨ଟି ମାଗାଜିନ ଏବଂ ୨ଟି ସେଟ ୱାକି ଟକି ଜବତ କରିଛନ୍ତି। ଏହି ସବୁ ଅସ୍ତ୍ରଶସ୍ତ୍ର ଏକ କଳା ରଙ୍ଗର ବ୍ୟାଗରେ ରଖାଯାଇଥିବା ବେଳେ କାଠ ଆପଲ ବାକ୍ସ ଭିତରେ ଚାଲାଣ କରାଯାଉଥିଲା। ବ୍ୟାଗ ମାଲିକ ବସି ନ ଥିବାବେଳେ ବସ ନାଗାଲାଣ୍ଡର ସୋମ ଜିଲାକୁ ଯାଉଥିଲା। ଘଟଣାରେ ଅଧିକ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri