Posted inଜାତୀୟ

ଟିକିଲି ଲଗାଇ ନ ଥିବାରୁ ମହିଳାଙ୍କୁ ଗାଳି କଲେ ଭାଜପା ଏମ୍‌ପି

ବେଙ୍ଗାଲୁରୁ,୯।୩: କର୍ନାଟକରେ ଭାଜପା ଏମ୍‌ପି ଏସ ମୁନିସ୍ବାମୀ ବିବାଦ ଘେରକୁ ଆସିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସରେ ମୁନିସ୍ବାମୀ କୋଲାର ଜିଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ସମୟରେ ସେ ଟିକିଲି ଲଗାଇ ନ ଥିବାରୁ ଜଣେ ମହିଳାଙ୍କୁ ଗାଳି ଦେଇଥିଲେ। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭାଜପା ଏମ୍‌ପିଙ୍କ ଏଭଳି ଆଚରଣକୁ କଂଗ୍ରେସ ବିରୋଧ କରିଛି।
ମହିଳା ଦିବସରେ ଆୟୋଜିତ କାର୍ଯ୍ୟକ୍ରମରେ ପହଞ୍ଚିଥିବା ମୁନିସ୍ବାମୀ ବିଭିନ୍ନ ଷ୍ଟଲ ଯାଞ୍ଚ କରୁଥିଲେ। ଏହି ସମୟରେ ସେ ଏକ ଷ୍ଟଲରେ ପହଞ୍ଚି ସେଠାରେ ଉପସ୍ଥିତ ଥିବା ମହିଳା ବିକ୍ରେତାଙ୍କୁ ଦେଖି ରାଗି ଯାଇଥିଲେ। ମହିଳା ଜଣଙ୍କ ହସି ହସି ଏମ୍‌ପିଙ୍କୁ ତାଙ୍କ ଷ୍ଟଲ ବିଷୟରେ କହିବା ଆରମ୍ଭ କରିବା ମାତ୍ରେ ସେ ତାଙ୍କ ଉପରେ ଗାଳି କରିବାକୁ ଲାଗିଲେ। ଏମ୍‌ପି ତାଙ୍କୁ କହିଥିଲେ, ପ୍ରଥମେ ଟିକିଲି ଲଗାଆୟ। ତୁମର ସ୍ବାମୀ ଜୀବିତ ଅଛନ୍ତି … ନୁହେଁ କି? ତୁମର କୌଣସି ସାଧାରଣ ଜ୍ଞାନ ନାହିଁ କି?
ମହିଳା ଦିବସରେ ମୁନିସ୍ବାମୀ ମହିଳାଙ୍କୁ ଗାଳି କରିବା ନେଇ ବିବାଦରେ ଛନ୍ଦି ହୋଇପଡିଛନ୍ତି। ଭାଜପା ଏମ୍‌ପିଙ୍କ ଏହି ମନୋଭାବକୁ କଂଗ୍ରେସ ନିନ୍ଦା କରିଛି। କଂଗ୍ରେସ ନେତା ଅଳକା ଲାମ୍ବା ଲେଖିଛନ୍ତି, ସଂଘର ଅଗଣାରେ ସଂସ୍କାର କ୍ଲାସ୍‌।


Enter your email to get our daily news in your inbox.

All Right Reserved By Dharitri.Com

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?