Advertisement

‘ଗହଳି ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ’

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ କରୋନାର ନୂଆ ଭାରିଏଣ୍ଟକୁ ନେଇ ଲୋକେ ଭୟଭୀତ ହୋଇଥିବା ବେଳେ ବୁଧବାର ଏକ ପ୍ରେସମିଟ୍‌ରେ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କରୋନାକୁ ନେଇ ଚିନ୍ତିନ୍ତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି। ସେ କହିଛନ୍ତି, ଯଦି ଗହଳି ସ୍ଥାନକୁ ଯାଉଛନ୍ତି, ତେବେ ନିଜ ସୁରକ୍ଷା ପାଇଁ ମାସ୍କ ପିନ୍ଧନ୍ତୁ। ଆମ ରାଜ୍ୟରେ ୯୦ ପ୍ରତିଶତରୁ ଅଧିକ ଲୋକ ଦୁଇଟି ଡୋଜ୍‌ ଟିକା ନେଇ ସାରିଛନ୍ତି। ତେଣୁ କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ। ସତର୍କ ରୁହନ୍ତୁ।

ସେ ଆହୁରି ମଧ୍ୟ କହିଛନ୍ତି, ଭାରତରେ ଏବେ ଶହେରୁ ୨ଶହ ଭିତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି ଏବଂ ଓଡ଼ିଶାରେ ୫ରୁ ୭ ଭିତରେ ରହୁଛି। ଗତ ୩ ମାସ ଧରି ଓଡ଼ିଶାରେ କରୋନା ମାମଲା କମିଛି। ଏବେ ଆମ ରାଜ୍ୟରେ ପଜିଟିଭିଟି ରେଟ୍‌ ୦.୦୪ ପ୍ରତିଶତ ରହୁଛି। ଏହାକୁ ନଜରରେ ରଖି ଓଡ଼ିଶାରେ କରୋନା କଟକଣା ସମ୍ପୂର୍ଣ୍ଣ ଉଠି ଯାଇଛି। କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ। ସତର୍କ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ା ଟିପିଏସ୍‌ଏଲ୍‌ କାରଖାନାରେ ବ୍ଲାଷ୍ଟିଂ

ଝାରସୁଗୁଡା ଅଫିସ,୨।୭- ଝାରସୁଗୁଡା ଲହଣ୍ଡାବୁଡ଼ସ୍ଥିତ ଟିପିଏସ୍‌ଏଲ୍‌ କାରଖାନାର ଏକ ମେଶିନ ଗୁରୁବାର ବ୍ଲାଷ୍ଟ ହୋଇଛି। ଫଳରେ ଏଠାରେ କାର୍ଯ୍ୟ କରୁଥିବା ୭ରୁ ଊର୍ଦ୍ଧ୍ୱ ଶ୍ରମିକ ଗୁରୁତର...

ଲକ୍‌ଡାଉନ୍‌ରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳିବ

ଭୁବନେଶ୍ୱର,୪।୫(ବ୍ୟୁରୋ): ଆସନ୍ତା ବୁଧବାରଠାରୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଲାଗୁ ହେବ। ଏହା ପୂର୍ବରୁ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ହାଟ ବଜାରରେ ଗହଳି ଲଗାଇଛନ୍ତି।...

ରାଜ୍ୟରେ ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫ ଜଣ ଲୋକାଲ...

ଓଏଲ୍‌ଏକ୍ସରେ ମିଳୁଛି ବାରବାଟୀ ଟିକେଟ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରବିବାର ବାଟବାଟୀରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ପାଇଁ କ୍ରିକେଟ ପ୍ରେମୀଙ୍କ ଭିତରେ ଉତ୍କଣ୍ଠା ଦେଖିବାକୁ ମିଳୁଛି। ଏହାର ସୁଯୋଗ ନେଇ କିଛି...

‘କେନ୍ଦ୍ର ପଠାଉଥିବା ଟଙ୍କାର ଜଗୁଆଳି ହେବ ଭାଜପା’

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଚତୁର୍ଦ୍ଦଶ ଓ ପଞ୍ଚଦଶ ଅର୍ଥ କମିଶନଙ୍କ ସୁପାରିସକ୍ରମେ ଗ୍ରାମାଞ୍ଚଳର ବିକାଶ ପାଇଁ ମୋଦି ସରକାର ପ୍ରଚୁର ଅର୍ଥ ଓଡ଼ିଶାକୁ ପ୍ରଦାନ କରିଛନ୍ତି। ସେହିଭଳି ଡିଏମ୍‌ଏଫ୍‌...

ଅନ୍‌ଲାଇନ୍‌ରେ ଶିଶୁଙ୍କୁ ଯୌନ ଶୋଷଣ: ଅଭିଯୁକ୍ତଙ୍କ ଘରେ ସିବିଆଇ

ବନ୍ତ,୧୬।୧୧(ଡି.ଏନ.ଏ.): ଅନ୍‌ଲାଇନରେ ଶିଶୁଙ୍କୁ ଯୌନ ଶୋଷଣ ଅଭିଯୋଗର ତଦନ୍ତ ପାଇଁ ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ମଙ୍ଗଳବାର ସିବିଆଇର ୫ଜଣିଆ...

ସ୍ତ୍ରୀଙ୍କୁ କଇଁଚିରେ ଆକ୍ରମଣ କଲା ସ୍ବାମୀ

ଚୌଦ୍ୱାର,୨୪ା୪(ଡି.ଏନ୍‌.ଏ.)- ଚୌଦ୍ୱାର ଥାନା ଅଧୀନ ଖର୍ଦ୍ଧାସାହି ଅଞ୍ଚଳରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମୁଣ୍ଡକୁ କଇଁଚିରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ...

ଫ୍ଲାଟ୍‌ ଦେବା ନାଁରେ ୨୦ ଲକ୍ଷ ଟଙ୍କା ଠକି ବନ୍ଧା ହେଲେ ବିଲ୍‌ଡର

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀରେ ଫ୍ଲାଟ ଦେବା ନାଁରେ ୨୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ବିଲ୍‌ଡରଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବୁଧବାର ଗିରଫ କରିଛି ।...

Advertisement
Archives

Model This Week