‘ଗହଳି ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ’

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ କରୋନାର ନୂଆ ଭାରିଏଣ୍ଟକୁ ନେଇ ଲୋକେ ଭୟଭୀତ ହୋଇଥିବା ବେଳେ ବୁଧବାର ଏକ ପ୍ରେସମିଟ୍‌ରେ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କରୋନାକୁ ନେଇ ଚିନ୍ତିନ୍ତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି। ସେ କହିଛନ୍ତି, ଯଦି ଗହଳି ସ୍ଥାନକୁ ଯାଉଛନ୍ତି, ତେବେ ନିଜ ସୁରକ୍ଷା ପାଇଁ ମାସ୍କ ପିନ୍ଧନ୍ତୁ। ଆମ ରାଜ୍ୟରେ ୯୦ ପ୍ରତିଶତରୁ ଅଧିକ ଲୋକ ଦୁଇଟି ଡୋଜ୍‌ ଟିକା ନେଇ ସାରିଛନ୍ତି। ତେଣୁ କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ। ସତର୍କ ରୁହନ୍ତୁ।

ସେ ଆହୁରି ମଧ୍ୟ କହିଛନ୍ତି, ଭାରତରେ ଏବେ ଶହେରୁ ୨ଶହ ଭିତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି ଏବଂ ଓଡ଼ିଶାରେ ୫ରୁ ୭ ଭିତରେ ରହୁଛି। ଗତ ୩ ମାସ ଧରି ଓଡ଼ିଶାରେ କରୋନା ମାମଲା କମିଛି। ଏବେ ଆମ ରାଜ୍ୟରେ ପଜିଟିଭିଟି ରେଟ୍‌ ୦.୦୪ ପ୍ରତିଶତ ରହୁଛି। ଏହାକୁ ନଜରରେ ରଖି ଓଡ଼ିଶାରେ କରୋନା କଟକଣା ସମ୍ପୂର୍ଣ୍ଣ ଉଠି ଯାଇଛି। କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ। ସତର୍କ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶାହାଙ୍କ ସଭାରେ ପଦ୍ମ ଧରିଲେ ପ୍ରବୋଧ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଟିକେଟ କଟିବା ପରେ କିଛି ଦିନ ପରେ...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri