ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୨୦।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, କୋଭିଡ୍‌ର ଏବେ ଭୟଙ୍କର ସ୍ଥିତି ନାହିଁ। ନିଜର ସୁରକ୍ଷା ନିଜେ ନିଅନ୍ତୁ। ଭିଡ ସ୍ଥାନକୁ ଯାଉଥିଲେ ମାସ୍କ ପିନ୍ଧନ୍ତୁ । ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ । ତା ହେଲେ ସୁରକ୍ଷିତ ରହିପାରିବେ । ବର୍ତ୍ତମାନ କୋଭଡ୍‌କୁ ନିୟନ୍ତ୍ରଣ କରିବାକୁ ପୁରୁଣା ଷ୍ଟ୍ରାଟେଜି ଆପଣେଇଛୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି, ଟିକାକରଣ ସହ ସର୍ଭେଲାନ୍ସକୁ ଜୋରଦାର କରାଯାଇଛି। ଜୁନ ୨୧ରୁ ଇଣ୍ଟିଗ୍ରେଟେଡ଼ ସର୍ଭେଲାନ୍ସ ଆରମ୍ଭ ହେବ। ଏଥିରେ ଘର ଘର ବୁଲି ରୋଗୀଙ୍କୁ ଚିହ୍ନଟ କରାଯିବ । ଚିହ୍ନଟ ରୋଗୀଙ୍କୁ ଆଇସୋଲେଶନ କରାଯାଇ ଚିକିତ୍ସା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri