କଳାକୋଟ ପିନ୍ଧିଛନ୍ତି ବୋଲି ଆପଣଙ୍କ ଜୀବନ ନୁହେଁ ଅଧିକ ମୂଲ୍ୟବାନ, ଏସ୍‌ସି…

ନୂଆଦିଲ୍ଲୀ,୧୪।୯: ଆଇନଜୀବୀଙ୍କ ଉଦ୍ଦେଶ୍ୟରେ ସୁପ୍ରିମ୍‌କୋର୍ଟ (ଏସ୍‌ସି) କଠୋର ମନ୍ତବ୍ୟ ପ୍ରୟୋଗ କରିଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ଯେ, କଳାକୋଟ ପିନ୍ଧିଛନ୍ତି ବୋଲି ଆପଣଙ୍କ ଜୀବନ ଅଧିକ ମୂଲ୍ୟବାନ ନୁହେଁ। ସାଧାରଣ ଲୋକଙ୍କ ପାଇଁ ଜାରି ହୋଇଥିବା ନିୟମ ଆଇନଜୀବୀଙ୍କ ଲାଗି ବି ଲାଗୁ ହେବ।

କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଥିବା ୬୦ ବର୍ଷ ବୟସରୁ କମ୍‌ ବୟସ୍କ ଆଇନଜୀବୀଙ୍କୁ ୫୦ ଲକ୍ଷ ଟଙ୍କାର ସରକାରୀ କ୍ଷତି ପୂରଣ ମାମଲାର ବିଚାର କରି ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ବିକ୍ରମ ନାଥ ଏବଂ ବି.ଭି. ନାଗରତ୍ନାଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏଭଳି କହିଛନ୍ତି।

ଆବେଦନ ଦାଖଲ କରିଥିବା ଆଇନଜୀବୀ ପ୍ରଦୀପ କୁମାର ଯାଦବଙ୍କ ପ୍ରତି କଡ଼ା ଶବ୍ଦ ପ୍ରୟୋଗ କରିବା ସହିତ ୧୦ ହଜାର ଟଙ୍କାର ଜରିମାନା ଦଣ୍ଡାଦେଶ କରିଛନ୍ତି। ଏଭଳି ଜନସ୍ବାର୍ଥ ମାମଲାକୁ ରୋକିବା ଲାଗି କଡ଼ା ଆଭିମୁଖ୍ୟ ଗ୍ରହଣ କରାଯିବା ଉପରେ ଖଣ୍ଡପୀଠ ଗୁରୁତ୍ୱାରୋପ କରିଛନ୍ତି।  କଟ୍‌ ପେଷ୍ଟ ମାମଲା ଦାଖଲ କରିବା ଉଚିତ ନୁହେଁ ବୋଲି ଖଣ୍ଡପୀଠ କ୍ଷୋଭ ପ୍ରକାଶ କରି କହିଛନ୍ତି। ଦେଶର ସମସ୍ତ ନାଗରିକଙ୍କ ଜୀବନର ମୂଲ୍ୟ ସମାନ ବୋଲି କୋର୍ଟଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

IND vs ENG: ଶେଷ ହେବାକୁ ଯାଉଛି ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ପାଇଁ ଅପେକ୍ଷା, ମାଞ୍ଚେଷ୍ଟରରେ ମିଳିବ ସୁଯୋଗ!

ନୂଆଦିଲ୍ଲୀ,୪।୭: ସମଗ୍ର କ୍ରିକେଟ ଜଗତ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛି। ତାଙ୍କୁ ଆୟରଲ୍ୟାଣ୍ଡ ବିପକ୍ଷରେ କିମ୍ବା ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ରେ ସୁଯୋଗ…

ଟେଲିଗ୍ରାମକୁ ନେଇ ସରକାର କଠୋର; ଫିଲ୍ମ ସହ OTT ବିଷୟବସ୍ତୁର ପାଇରେସି ରୋକିବା ପାଇଁ ପଠାଇଲେ ନୋଟିସ

ନୂଆଦିଲ୍ଲୀ,୪।୭: କେନ୍ଦ୍ର ସରକାର ଫିଲ୍ମ ଏବଂ OTT ପ୍ଲାଟଫର୍ମରୁ ବଢୁଥିବା ଅନଲାଇନ ପାଇରେସି ସମ୍ପର୍କରେ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରିପୋର୍ଟ…

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri