ଦରକାର ପଡ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୪।୬(ବ୍ୟୁରୋ): କରୋନା ସଂକ୍ରମଣର ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦେଶରେ ଏବେ ୫ ରାଜ୍ୟରେ କରୋନା ସଂକ୍ରମଣ ବଢିଛି। ପ୍ରିକସନ୍‌ ସହ କଟକଣା କଡ଼ାକଡ଼ି କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ହେଲେ ଆମ ରାଜ୍ୟରେ ସ୍ଥିତି ଭଲ ଥିବା ବେଳେ ସର୍ଭେଲାନ୍ସ ଜାରି ରହିଛି। ସରକାର ମଧ୍ୟ ସ୍ଥିତି ଉପରେ ନଜର ରଖିଛନ୍ତି। ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ଟେଷ୍ଟିଂ ଚାଲିଛି। ପଜିଟିଭ୍‌ ବାହାରିଲେ ପୂର୍ବଭଳି ବ୍ୟବସ୍ଥା ଲାଗୁ କରାଯିବ। ଯଦି ଦରକାର ପଡ଼େ, ତେବେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ଅନ୍ୟପଟେ, ଦେଶରେ ଦୃତ ଗତିରେ ବଢିଚାଲିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ତାମିଲନାଡୁ, କେରଳ, ତେଲଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧି ପାଉଛି ସଂକ୍ରମଣ। ତେବେ ସଂକ୍ରମଣକୁ ରୋକିବା ଲାଗି ସତର୍କ ରହିବାକୁ କେନ୍ଦ୍ର ସରକାର ୫ ରାଜ୍ୟ ସରକାରଙ୍କୁ କହିଛନ୍ତି। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି ଲେଖି ଜଣାଇଛନ୍ତି। ନିୟମିତ ଭାବେ ପରୀକ୍ଷା, ସ୍କ୍ରିନିଂ, ଟିକାକରଣ ଜାରି ରଖିବାକୁ ରାଜ୍ୟଗୁଡ଼ିକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri