Odisha Elections 2024

କଳାବ୍ୟାଜ୍‌ ପରିଧାନ କଲେ ଉପକାରାଗାର କର୍ମଚାରୀ

ଛତ୍ରପୁର,୧୩ା୯(ସନ୍ତୋଷ ପାଢ଼ୀ): ଛତ୍ରପୁର ଉପକାରାଗାର କର୍ମଚାରୀ ବୁଧବାରଠାରୁ କଳାବ୍ୟାଜ୍‌ ପରିଧାନ କରି କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାସତ୍ତ୍ୱେ ମଧ୍ୟ ଦାବି ପୂରଣ କରା ନ ଗଲେ ୨୫ ତାରିଖରୁ ସମସ୍ତ କର୍ମଚାରୀ କଳାବ୍ୟାଜ୍‌ ପରିଧାନ ସହ ଆମରଣ ଅନଶନ ଚାଲିବ ବୋଲି ସୂଚନା ଦିଆଯାଇଛି। ଏନେଇ ଛତ୍ରପୁର ଉପକାରାଗାର ଅଧୀକ୍ଷକଙ୍କୁ ଲିଖିତ ଭାବେ ଜଣାଯାଇଛି। ଏଥିରେ ଛତ୍ରପୁର ଉପକାରାଗାର କର୍ମଚାରୀ ସବ୍‌ କମିଟି ସଂଘ, କାରାରକ୍ଷୀ ଓ ମହିଳା କାରାରକ୍ଷୀ, ମୁଖ୍ୟ କାରାରକ୍ଷୀ ସାମିଲ ହୋଇଛନ୍ତି। ଦାବିଗୁଡ଼ିକ ମଧ୍ୟରେ ଓ୍ବାର୍ଡରମାନଙ୍କ ଗ୍ରେଡ୍‌ ପେ’ ୧୯୦୦ରୁ ୨୦୦୦, ମୁଖ୍ୟ କାରାରକ୍ଷୀଙ୍କ ଗ୍ରେଡ୍‌ ପେ’ ୨୦୦୦-୨୪୦୦କୁ ବୃଦ୍ଧି, ପୁରୁଣା ପଦୋନ୍ନତି ନିୟମ ୨୦୧୨କୁ ଲାଗୁ, ଉପଖଣ୍ଡସ୍ତରୀୟ ବଦଳି ନିୟମ କୋହଳ, ଖାଦ୍ୟ ଭତ୍ତା ୪୦୦ ରୁ ୧୪୦୦କୁ ବୃଦ୍ଧି, ୧୩ ମାସିଆ ଦରମା ବୃଦ୍ଧି ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା।...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri