ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି ରହିଛି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି…

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri