ଲଘୁଚାପ କ୍ଷେତ୍ର ସକ୍ରିୟ: ଏହି ସବୁ ଜିଲାରେ ବର୍ଷିବ, ଆଗାମୀ ୧୨ ଘଣ୍ଟାରେ…

ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଛିପ୍‌ଛିପ୍‌ ବର୍ଷା ଆରମ୍ଭ ହୋଇଯାଇଛି। ଏଥିସହ ରବିବାର ମଧ୍ୟ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁଯାୟୀ, ୨୧ ତାରିଖ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରରୁ ମଧ୍ୟମ ଧରଣର ବର୍ଷା ହେବ। ସେହି ଜିଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ରାୟଗ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ। ବର୍ଷାର ପ୍ରଭାବରେ ଶୀତ ସାମାନ୍ୟ ହାସ ପାଇଛି। ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri