ଲଘୁଚାପ କ୍ଷେତ୍ର ସକ୍ରିୟ: ଏହି ସବୁ ଜିଲାରେ ବର୍ଷିବ, ଆଗାମୀ ୧୨ ଘଣ୍ଟାରେ…

ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଛିପ୍‌ଛିପ୍‌ ବର୍ଷା ଆରମ୍ଭ ହୋଇଯାଇଛି। ଏଥିସହ ରବିବାର ମଧ୍ୟ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁଯାୟୀ, ୨୧ ତାରିଖ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରରୁ ମଧ୍ୟମ ଧରଣର ବର୍ଷା ହେବ। ସେହି ଜିଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ରାୟଗ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ। ବର୍ଷାର ପ୍ରଭାବରେ ଶୀତ ସାମାନ୍ୟ ହାସ ପାଇଛି। ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri