ଅବପାତରେ ପରିଣତ ହେଲା ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର,୨୧।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ ରହିଛି। ଏହାର ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, ଫୁଲବାଣୀ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ନବରଙ୍ଗପୁର, କୋରାପୁଟ, ବୌଦ୍ଧ ଆଦି ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇଛି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୪୦ ମିମି ବର୍ଷା ହୋଇଥିବାବେଳେ ପାରାଦୀପରେ ୨୭.୮, ଜଗତ୍ସିଂହପୁରରେ ୧୮.୧ ମିଲିମିଟର ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri