Posted inରାଜ୍ୟ

ପାଣିପାଗ ବିଭାଗର ସୂଚନା, ଆଗାମୀ ୫ ଦିନ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ଼୍ବର, ୧୭।୬: ଓଡ଼ିଶାର ଉପକୂଳ ଅଞ୍ଚଳରେ ଆହୁରି ୩ରୁ ୪ ଦିନ ତାତି ଅନୁଭୂତ ହେବ । ସମ୍ପୂର୍ଣ୍ଣ ଓଡ଼ିଶାରେ ମୌସୁମୀ ଅଗ୍ରସର ହେବାକୁ ଆହୁରି ସମୟ ଲାଗିବା ନେଇ ଜଣାପଡ଼ିଛି । ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ବରଗଡ଼, ଝାରସୁଗୁଡ଼ା, ସମ଼୍ବଲପୁରରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଜୁନ୍‌ ମାସ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୪୧ ପ୍ରତିଶତ ବର୍ଷା ହୋଇଛି । ଯାହାକି ରାଜ୍ୟକୁ ନିଅଣ୍ଟ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri