ଚାଇନାରେ ପ୍ରାକୃତିକ ବିପର୍ଯ୍ୟୟ: କେଉଁଠି ପ୍ରଚଣ୍ଡ ଗରମ ତ କେଉଁଠି ବନ୍ୟା, ଉଦ୍ଧାର କାର୍ଯ୍ୟ ଜାରି

ବେଜିଂ,୯।୭: ଚାଇନାରେ ବିଭିନ୍ନ ସ୍ଥାନରେ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି। ଜଳବାୟୁ ବରିବର୍ତ୍ତନ ଯୋଗୁ କେଉଁଠି ପ୍ରବଳ ବର୍ଷା ହେଉଛି ତ କେଉଁଠି ବନ୍ୟା ଯୋଗୁଁ ଚାଇନାବାନୀ ଆର୍ତ୍ତ ଚିତ୍କାର କରୁଛନ୍ତି। ଦେଶର ଅଧିକାଂଶ ଅଞ୍ଚଳରେ ବର୍ଷା ହେତୁ ଭୂସ୍ଖଳନ ହୋଇଛି। ମଧ୍ୟ ଚାଇନାରେ ଭୂସ୍ଖଳନ ଯୋଗୁ ନଅ ଜଣ ନିଖୋଜ ଅଛନ୍ତି। ଉତ୍ତର, ମଧ୍ୟ ଏବଂ ଦକ୍ଷିଣ ପୂର୍ବ ଚାଇନାରେ ବନ୍ୟା ପରିସ୍ଥିତି ଯୋଗୁ ହଜାର ହଜାର ଲୋକଙ୍କୁ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି।

ଚାଇନାରେ ମୌସୁମୀ ସମୟରେ ବନ୍ୟା ଏକ ନିୟମିତ ଘଟଣା। କିନ୍ତୁ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଛି। ଚାଇନା ଏକାସାଙ୍ଗରେ ପ୍ରବଳ ଗରମ, ବନ୍ୟା ଏବଂ ମରୁଡ଼ିର ଶିକାର ହୋଇଛି। ଏହି ସପ୍ତାହ ଆରମ୍ଭରୁ ବେଜିଂରେ କ୍ରମାଗତ ନଅ ଦିନରୁ ଅଧିକ ଧରି ତାପମାତ୍ରା ୩୫ଡିଗ୍ରୀରୁ ଅଧିକ ରହିଛି। ଯାହା ୧୯୬୧ ପରଠାରୁ ଏଭଳି ସ୍ଥିତି ଦେଖାଯାଇ ନ ଥିଲା। ପାଣିପାଗ ବିଭାଗ ଏନେଇ ସ୍ବାସ୍ଥ୍ୟ ସଚେତନତା ଜାରି କରିଛନ୍ତି। ବେଜିଂରେ ପ୍ରବଳ ଗରମ ଯୋଗୁଁ ଏପର୍ଯ୍ୟନ୍ତ ଦୁଇ ଜଣଙ୍କର ମତ୍ୟୁ ହୋଇଛି। ଗତ ମାସରେ ବେଜିଂରେ ମଧ୍ୟ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଦକ୍ଷିଣ ଚାଇନାରେ ପ୍ରବଳ ବନ୍ୟା ଯୋଗୁ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛିି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri