Posted inଫୁରସତ

ବଦଳୁଛି ପାଣିପାଗ

ସମ୍ପ୍ରତି ବିଶ୍ୱର ପାଣିପାଗ ବଦଳିବାରେ ଲାଗିଛି। ଏପରିସ୍ଥଳେ ସବୁଜ ପୃଥିବୀକୁ ସୁରକ୍ଷା ପ୍ରଦାନ କରୁଥିବା କାର୍ଯ୍ୟ ପ୍ରତି ଆଗ୍ରହ ସୃଷ୍ଟି କରିବା ଅପରିହାର୍ଯ୍ୟ ହୋଇପଡ଼ିଛି। ସମାଜର ନିରାପତ୍ତା ତଥା କଲ୍ୟାଣ ପାଇଁ ଅତ୍ୟାବଶ୍ୟକ ଅବଦାନ ପ୍ରଦର୍ଶନ କରୁଥିବା ପାଣିପାଗ ବିଭାଗ ଏବଂ ପୃଥିବୀର ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ୨୩ ମାର୍ଚ୍ଚକୁ ବିଶ୍ୱ ପାଣିପାଗ ଦିବସ ଭାବେ ପାଳନ କରାଯାଉଛି।

୧୯୫୦ ମାର୍ଚ୍ଚ ୨୩ରେ ବିଶ୍ୱ ପାଣିପାଗ ବିଭାଗର ସୃଷ୍ଟି ସ୍ମୃତି ଉଦ୍ଦେଶ୍ୟରେ ୧୯୬୧ ମସିହାରେ ବିଶ୍ୱ ପାଣିପାଗ ସଂଗଠନ ପ୍ରତିଷ୍ଠା କରାଯାଇଥିଲା। ଏହି ସଂଗଠନ ପ୍ରତିବର୍ଷ ବିଶ୍ୱ ପାଣିପାଗ ଦିବସ ପାଇଁ ଏକ ସ୍ଲୋଗାନ ଘୋଷଣା କରିଥାଏ ଏବଂ ଏହି ଦିନ ସମସ୍ତ ସଦସ୍ୟ ଦେଶରେ ପାଳନ କରାଯାଇଥାଏ।

ମିଳିତ ଜାତିସଂଘର ଏକ ସଂଗଠନ ୱାଲର୍‌ଡ ମେଟେରୋଲୋଜିକାଲ ଅର୍ଗାନାଇଜେଶନ ୨୩ ମାର୍ଚ୍ଚ ୧୯୫୦ରେ ଅନ୍ତର୍ଜାତୀୟ ପାଣିପାଗ ସଂଗଠନକୁ ବଦଳାଇବା ପାଇଁ ସୃଷ୍ଟି କରାଯାଇଥିଲା। ୧୯୫୧ ମସିହାରେ ଏହା ଜନସଂଖ୍ୟା, ପାଣିପାଗ ବିଜ୍ଞାନ, କାର୍ଯ୍ୟକ୍ଷମ ହାଇଡ୍ରୋଲୋଜି ଏବଂ ପୃଥିବୀ ବିଜ୍ଞାନ କ୍ଷେତ୍ରରେ ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସମନ୍ବୟ ରଖିବା ପାଇଁ କାର୍ଯ୍ୟ ଆରମ୍ଭ କରିଥିଲା। ପ୍ରଥମ ବିଶ୍ୱ ପାଣିପାଗ ଦିବସ ୨୩ ମାର୍ଚ୍ଚ ୧୯୬୧ରେ ପାଳନ କରାଯାଇଥିଲା।

ବିଶ୍ୱ ପାଣିପାଗ ଦିବସ ପାଇଁ ମନୋନୀତ ଥିମ୍‌ଗୁଡିକ ପାଣିପାଗ, ଜଳବାୟୁ କିମ୍ବା ଜଳ ସମ୍ବନ୍ଧୀୟ ପ୍ରସଙ୍ଗଗୁଡିକ ପ୍ରତିଫଳିତ କରିଥାଏ।

ବିଶ୍ୱ ପାଣିପାଗ ଦିବସ-୨୦୨୩ ପାଳନ ପାଇଁ ଥିମ୍‌ ‘ଦ ଫ୍ୟୁଚର ଅଫ ଓ୍ବେଦର, କ୍ଲାଇମେଟ ଆଣ୍ଡ ଓ୍ବାଟର ଆକ୍ରସ ଜେନେରେଶନ’ରହିଛି।
ଆଗାମୀ ଦିନରେ ପାଣିପାଗ, ଜଳବାୟୁ ଏବଂ ଜଳର ଭବିଷ୍ୟତ ସମ୍ପର୍କରେ ଏହି ଅବସରରେ ସଚେତନତା ସୃଷ୍ଟି କରାଯିବା ଲାଗି ବିଶ୍ୱସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri