୪ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି!

ଭୁବନେଶ୍ୱର,୧।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ତା’ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପଟେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କନ୍ଧମାଳର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ଅସଦାଚରଣ କରିବାରୁ ଗାଡ଼ି ଚାଳକଙ୍କୁ ହତ୍ୟା

ବୋରିଗୁମ୍ମା,୧୦ା୨: ଭୁବନେଶ୍ୱରରୁ ଗାଡ଼ି ଭଡ଼ାରେ ନେଇ ଚାଳକଙ୍କୁ ହତ୍ୟାକରି କାର୍‌ ନେଇ ଫେରାର ହୋଇଯାଇଥିବା ପ୍ରେମୀଯୁଗଳଙ୍କୁ ପୋଲିସ ଗିରଫ କରିଛି। କାର୍‌ ଭଡ଼ା ନେଇ କୋରାପୁଟ...

୨୦ଦିନ ପାଇଁ ମହଜୁଦ ରହିଛି ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ହୁହୁ ହୋଇ ବଢ଼ି ଚାଲିଥିବାବେଳେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ କଟକଣା ଲୋକଙ୍କ ମନରେ ଖାଦ୍ୟ ଚିନ୍ତାକୁ ବଢ଼ାଇ ଦେଇଛି। ଏପଟେ ଧୀରେ...

ରାଜଭବନ ଆଗରେ ଗର୍ଜିଲା କଂଗ୍ରେସ

ଭୁବନେଶ୍ୱର,୧୭ା୬(ବ୍ୟୁରୋ):ଦିଲ୍ଲୀ ପୋଲିସ ମାତ୍ରାଧିକ ପ୍ରତିହିଂସା ପରାୟଣ ହୋଇ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) କାର୍ଯ୍ୟାଳୟରେ ପ୍ରବେଶ କରିବା ଘଟଣା ସାରା ଦେଶରେ ତୀବ୍ର ଆଲୋଡ଼ନ ସୃଷ୍ଟି...

୬୫,୨୧୦ଟଙ୍କା ଆଦାୟ କରି ରେକର୍ଡ କଲା ପ୍ଲାନେଟାରିୟମ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ପଠାଣି ସାମନ୍ତ ପ୍ଲାନେଟାରିୟମ ପୁଣି ଏକ ରେକର୍ଡ ସୃଷ୍ଟି କରିଛି। ଗତ ୨୨ ତାରିଖରେ ପ୍ଲାନେଟାରିୟମ ଗୋଟିଏ ଦିନରେ ସର୍ବାଧିକ ୫୫ହଜାର ୩୩୦...

୪ ଦିନ ବନ୍ଦ ପରେ ଜୁନାଗଡ଼-ଧର୍ମଗଡ଼ ରାଜପଥରେ ଗଡ଼ିଲା ଯାନବାହନ

ଜୁନାଗଡ଼,୧୬।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଣ୍ଡାକୁଟ୍ରା ନିକଟସ୍ଥ ହାଲେର ଯୋରରେ ବନ୍ୟା ପାଣି ଆସିବା ଫଳରେ ଗତ ୧୨ତାରିଖରୁ ଆପ୍ରୋଚ ପୋଲ ଧୋଇ ହୋଇଯାଇଥିଲା।...

ମାସେ ହେବ ବିଦ୍ୟାଳୟରେ ପାନୀୟ ଜଳ ସମସ୍ୟା

ନିରାକାରପୁର,୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଶିକ୍ଷା ସର୍କଲ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତସ୍ଥିତ ଚିତ୍ରକୂଟ ବିହାରରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ମାସେ ହେବ ପାନୀୟ...

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୫ଜଣଙ୍କ...

ଆଉ ବଢ଼ି ନ ପାରେ ଅବଧି

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ହୋଇଥିବା ଯେଉଁ ସବୁ ଗାଡିର ଶେଷ ନମ୍ବର ୧,୨,୩,୪ ହୋଇଥିବ ସେହି ଯାନବାହନଗୁଡ଼ିକର ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ୍‌...

Advertisement
Archives

Model This Week