Posted inଜାତୀୟ

ଫେବୃୟାରୀ ପ୍ରଥମ ସପ୍ତାହରେ ବର୍ଷା ସହ ତୁଷାରପାତ

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀ ସମେତ କିଛି ରାଜ୍ୟରେ ଘନ କୁହୂଡି, ବର୍ଷା ଓ ଶୀତ ଲହରୀ ଜାରି ରହିଛି । ପାଣପାଗ ବିଭାଗର ସୂଚନା ଅନୁଯାୟୀ, ଉତ୍ତର ଭାରତୀୟ ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ଶୀତର ପ୍ରକୋପ ଜାରି ରହିବ । କିଛି ସ୍ଥାନରେ ବର୍ଷା ହେବାର ଅନୁମାନ ଲଗାଇଛି ଆଇଏମ୍‌ଡି । ଏପଟେ ପଶ୍ଚିମ ହିମାଳୟ ଅଞ୍ଚଳରେ ୨ରୁ ୪ ଫେବୃୟାରୀ ପର୍ଯ୍ୟନ୍ତ ବର୍ଷା ସହ ତୁଷାରପାତ ହେବାର ଅନୁମାନ କରାଯାଇଛି ।
ଏହି ସମୟ ମଧ୍ୟରେ ରାଜଧାନୀ ଦିଲ୍ଲୀରେ ପାଗ ଶୁଖିଲା ରହିଲେ ବି ଶୀତର ପ୍ରକୋପ କମ ହେବ ନାହିଁ । ଫେବୃୟାରୀ ୩ରେ ସାମାନ୍ୟ ବର୍ଷା ବି ହୋଇପାରେ । ଫେବୃୟାରୀ ପ୍ରଥମ ସପ୍ତାହରେ ରାଜଧାନୀରେ ସର୍ବନିମ୍ନ ତାପମାତ୍ରା ୧୦-୨୦ଡିଗ୍ରୀ ମଧ୍ୟରେ ରହିବ । ଫେବୃୟାରୀ ପ୍ରଥମ ସପ୍ତାହରେ ବିହାର, ପଞ୍ଜାବ, ଜମ୍ମୁ ଓ ଉତ୍ତର ପ୍ରଦେଶରେ ଶୀତ ବଢିବା ସହ ତାପମାତ୍ରା ବି କମ୍ ହେବାର ଅନୁମାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri