ଖଣ୍ଡପଡ଼ାରେ କାଳବୈଶାଖୀ

ଖଣ୍ଡପଡ଼ା,୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡି ପଡି ରାସ୍ତା ଅବରୋଧ କରିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖଣ୍ଡପଡ଼ା ଅଗ୍ନିଶମ କର୍ମଚାରୀ ଓ ସ୍ଥାନୀୟ ବାସିନ୍ଦାଙ୍କ ସହଯୋଗରେ ରାସ୍ତା ଉପରୁ ଗଛ ଡାଳଗୁଡିକୁ କଟାଯିବା ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ସେହିପରି ଉଚ୍ଚ ଶକ୍ତିସଂପନ୍ନ ବିଦ୍ୟୁତ୍‌ ତାର ଉପରେ ଗଛର ଡାଳ ଭାଙ୍ଗି ପଡିବାରୁ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି। ଖଣ୍ଡପଡ଼ା ବ୍ଲକ ଅଧୀନ ବିଭିନ୍ନ ଗାଁରେ ଥିବା ଚାଳଛପର ଘରଗୁଡ଼ିକ କ୍ଷତିଗ୍ରସ୍ତ ହୋଇଛି। ତୁରନ୍ତ ବିଦ୍ୟୁତ୍‌ ସେବା ଯୋଗାଇଦେବା ପାଇଁ କର୍ମଚାରୀମାନେ ବିଭିନ୍ନ ସ୍ଥାନରେ ଭାଙ୍ଗି ଯାଇଥିବା ବିଦ୍ୟୁତ୍‌ ଖୁଣ୍ଟ ଓ ଛିଡି ପଡିଥିବା ତାରକୁ ମରାମତି ଜାରି ରଖିଛନ୍ତି। ପନିପରିବା ଫସଲ ମଧ୍ୟ କାଳବୈଶାଖୀରେ ନଷ୍ଟ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri