ସେନ୍‌କୋ ପକ୍ଷରୁ ବିବାହ ଅଭିଯାନ

ନୂଆଦିଲ୍ଲୀ,୧୪।୧୨: ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ପକ୍ଷରୁ ବଲିଉଡ୍‌ ଅଭିନେତ୍ରୀ କିଆରା ଆଡ୍‌ଭାନିଙ୍କୁ ନେଇ ଭାରତୀୟ ବିବାହ ଉପରେ ପର୍ଯ୍ୟବସିତ ଏକ ନୂତନ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଭାରତୀୟ ବିବାହର ଭବ୍ୟ ଆୟୋଜନକୁ ଉକ୍ତ ଅଭିଯାନ ଜରିଆରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ପକ୍ଷରୁ ନୂଆ ବ୍ରାଇଡାଲ ଗହଣା ସମ୍ଭାର ‘ରାଜୱାଡା ବିବାହ କଲେକ୍ସନ୍‌’କୁ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ନିର୍ଦ୍ଦେଶିକା ଜୋୟିତା ସେନ୍‌ କହିଛନ୍ତି, ନିଜ ବିବାହ ଦିନରେ ପ୍ରତି ବଧୂ ଯେଭଳି ରାଣୀ ଭଳି ଦେଖାଯିବେ ତାହା ଦ୍ୱାରା ଅନୁପ୍ରାଣିତ ହୋଇ ରାଜୱାଡା ସମ୍ଭାରକୁ ପ୍ରସ୍ତୁତ କରାଯାଇଛି। ସେହିଭଳି କମ୍ପାନୀ ପକ୍ଷରୁ ସ୍ବତନ୍ତ୍ର ଅଫର ମଧ୍ୟ ଘୋଷଣା କରାଯାଇଛି, ଯାହା ଏହାର ୧୨୭ ଷ୍ଟୋର ଏବଂ ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ ୨୦୨୩ ଜାନୁୟାରୀ ୮ ତାରିଖ ପର୍ଯ୍ୟନ୍ତ ଉପଲବ୍ଧ ହେବ। ଏହି ସ୍ବତନ୍ତ୍ର ଅଫରରେ ସୁନାଗହଣାର ଗଢ଼ା ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତର ରିହାତି ଓ ହୀରା ଗହଣାରେ ମୂଲ୍ୟ ଉପରେ ୧୦% ପର୍ଯ୍ୟନ୍ତ ଏବଂ ଗଢ଼ା ମୂଲ୍ୟରେ ୫୦% ରିହାତି ସହିତ ଏକ ସ୍ବତନ୍ତ୍ର ଉପହାର (୯୦୦୦ ଟଙ୍କାର ଡାଇମଣ୍ଡ୍‌ ପେଣ୍ଡାଣ୍ଟ) ଏବଂ ପ୍ଲାଟିନମ୍‌ରେ ଗଢ଼ା ମୂଲ୍ୟ ଉପରେ ୨୦% ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri