Advertisement

ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଡାକରା: ଶ୍ରମିକ ସଂଘ ପକ୍ଷରୁ ବିକ୍ଷୋଭ

ନିଶ୍ଚିନ୍ତକୋଇଲି,୨୬।୧୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ...

ରାଷ୍ଟ୍ରପତିଙ୍କ ଗସ୍ତ ଚୂଡ଼ାନ୍ତ:୮ରେ ପାଇକ ସ୍ମାରକୀର ହେବ ଶିଳନ୍ୟାସ

ଖୋର୍ଦ୍ଧା ଅଫିସ,୨୭-୧୧:ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବାକୁ ଥିବା ପାଇକ ସ୍ମାରକୀର ଶିଳାନ୍ୟାସ ଡିସେମ୍ବର ୮ରେ ଅନୁଷ୍ଠିତ ହେବ। ଏହି ଶିଳାନ୍ୟାସ ଭାରତର ରାଷ୍ଟ୍ରପତି...

ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ଲୋକାର୍ପିତ

ପାରାଦୀପ,୨୬ା୪(ସ୍ବ.ପ୍ର.):ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ସୋମବାର ପାରାଦୀପର ଇଫକୋ କାରଖାନା ସଲଗ୍ନ ମହାନଦୀରେ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ, ଜଳପଥ ଓ ଆୟୁଷ...

ଓଡ଼ଗାଁ ଏନ୍‌ଏସିକୁ ପୁଣି ଫେରିଲା ଗୁଟ୍‌ଖା, ପଲିଥିନ

ଓଡ଼ଗାଁ,୯ା୩(ସ୍ବ.ପ୍ର.): କିଛିଦିନର ବ୍ୟବଧାନ ପରେ ଓଡଗାଁ ଏନ୍‌ଏସି ସମେତ ନିକଟ ବଜାରକୁ ପୁଣି ଥରେ ଗୁଟ୍‌ଖା ଓ ପଲିଥିନ ଫେରିଥିବା ନେଇ ଚର୍ଚ୍ଚା ହେଉଛି। ପଲିଥିନ...

କଟକଣାକୁ ବେଖାତିର, ୨୧ ଗିରଫ

ଢେଙ୍କାନାଳ ଅଫିସ, ୨୫।୩-ଲକ୍‌ଡାଉନ କଟକଣାକୁ ମାନୁନାହାନ୍ତି ଜନସାଧାରଣ। ସୁରକ୍ଷାକୁ ବିପନ୍ନ କରି ଖୋଲାମେଲାରେ ବୁଲୁଛନ୍ତି। ଏହାକୁ ନେଇ କଠୋର ହୋଇଛି ଢେଙ୍କାନାଳ ଜିଲା ପ୍ରଶାସନ। ଆଇନ...

ବର୍ଷାରେ ବେହାଲ ରେଶମ ସହର

ବ୍ରହ୍ମପୁର ଅଫିସ,୨୧ା୮- ବର୍ଷାରେ ପୁଣି ବେହାଲ ହୋଇଛି ବ୍ରହ୍ମପୁର ମହାନଗର ନିଗମର ବହୁ ଅଞ୍ଚଳ। ମଙ୍ଗଳବାର ଅପରାହ୍ନରେ ମାତ୍ର ଦେଢଘଣ୍ଟା ବର୍ଷାରେ ସହରର ଅନେକ ଅଞ୍ଚଳ...

କ୍ଷେତରେ ଚାଲିଗଲା ଚାଷୀଙ୍କ ଜୀବନ

ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟ ମୁଖ୍ୟ ସୂଚନା କମିଶନର ହେଲେ ଜଳଦ ତ୍ରିପାଠୀ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ତାମିଲନାଡ଼ୁ ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚ୍‌ର ଅବସରପ୍ରାପ୍ତ ଆଇପିଏଲ୍‌ ଜଳଦ କୁମାର ତ୍ରିପାଠୀଙ୍କୁ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଭାବେ...

Advertisement
Archives

Model This Week