Posted inଜାତୀୟ

ଦିଲ୍ଲୀରେ ଲାଗୁ ହେଲା ସପ୍ତାହାନ୍ତ କର୍ଫ୍ୟୁ

ନୂଆଦିଲ୍ଲୀ,୪।୧: ଦେଶରେ ଦିନକୁ ଦିନ କୋଭିଡ ସ୍ଥିତି ବିଗିଡିବାରେ ଲାଗିଛି। କରୋନାର ନୂଆ ଭାରିଆଣ୍ଟ ମଧ୍ୟ ଦୃତ ଗତିରେ ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସରକାର ସପ୍ତାହାନ୍ତର କର୍ଫ୍ୟୁ ଲାଗୁ କରିଛନ୍ତି। ଶୁକ୍ରବାର ରାତି ୧୦ ଟାରୁ ସୋମବାର ସକାଳ ୫ ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ।
ଜାରି କରାଯାଇଥିବା ନିୟମ ଅନୁଯାୟୀ, ସମସ୍ତ ସରକାରୀ ଅଫିସ ‘ଓ୍ବାର୍କ ଫର୍ମ ହୋମ୍‌’ରେ ଚାଲିବ। ୫୦% କର୍ମଚାରୀଙ୍କୁ ନେଇ ବେସରକାରୀ ଅଫିସ୍‌ ଚାଲିବ। ସେହିପରି ବାକି ୫୦% କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପଡିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?