ଶନିବାର, ରବିବାର ଶଟ୍‌ଡାଉନ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା ହୋଇଛି। ଏହା ସବୁ ଶନିବାର ଏବଂ ରବିବାର କାର୍ଯ୍ୟକାରୀ ହେବ। ଏହି ନିୟମ ଆସନ୍ତା ୨୪ ତାରିଖରୁ ଲାଗୁ ହେବ। ଅନ୍ୟପକ୍ଷରେ ଯାତ୍ରା, ଅପେରା, ମୁକ୍ତାକାଶ ରଙ୍ଗମଞ୍ଚକୁ ମଧ୍ୟ ବନ୍ଦ କରାଯାଇଛି। କମିଶନରଙ୍କ କହିବା ମୁତାବକ, ଗଣମାଧ୍ୟମ କର୍ମଚାରୀ ଅଫିସକୁ ସଟ୍‌ଡାଉନ ସମୟରେ ଯାଇପାରିବେ। କିନ୍ତୁ ସେମାନଙ୍କୁ ସଂସ୍ଥାର ପରିଚୟପତ୍ର ଦେଖାଇବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri